• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th October 2023: ଏହି ରାଶିର ବ୍ୟକ୍ତିଙ୍କର ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ ..

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ସୋମବାର । ଚନ୍ଦ୍ର– ତୁଳା ଅହୋରାତ୍ର । ତିଥି- ୨ୟା ରାତ୍ରି ୦୧.୧୩ ଗତେ ୩ୟା । ଘାତଚନ୍ଦ୍ର- ନାସ୍ତି, ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ ଅନ୍ନ ଦାନ ରାତ୍ରି ୦୭.୩୪ ଗତେ ୨ ପାଦ ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୧.୧୩ ଗତେ ୧ପାଦ କୁଟୁମ୍ବହାନି ତିଳକାଞ୍ଚନ ଦାନ ।

Gemini

ମିଥୁନ

Monday 16 Oct 2023

ମୃଗଶିରା- ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ପାରିବାରିକ ଜୀବନରେ ପ୍ରଣୟ ଭଙ୍ଗର ସୂଚନା ମିଳିବ । ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ ।

ଆଦ୍ରା- ଛାତ୍ରଛାତ୍ରୀଙ୍କ ଲେଖାପଢାରେ ବାଧା ଦୂର ହେବ । ମାନ ମର୍ଯ୍ୟାରେ ଅଭିବୃଦ୍ଧି ଘଟିବ । ସୂର୍ଣ୍ଣ ଅଳଙ୍କାର କିଣି ଖୁସି ଅନୁଭବ କରିପାରନ୍ତି । ଆପଣଙ୍କ ବିଚାରକୁ ସକାରତ୍ମକ ରଖନ୍ତୁ ।

ପୁନର୍ବସୁ- ମନ ଚାହୁଁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହେବ । ପରିଶ୍ରମ କରିଲେ ବଳକା କାମ ପୂରା ହେବ । କୋର୍ଟ କଚେରୀ ମାମଲାଠୁ ଦୂରରେ ରୁହନ୍ତୁ ।

ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :