• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th October 2023: ଏହି ରାଶିର ବ୍ୟକ୍ତିଙ୍କର ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ ..

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ସୋମବାର । ଚନ୍ଦ୍ର– ତୁଳା ଅହୋରାତ୍ର । ତିଥି- ୨ୟା ରାତ୍ରି ୦୧.୧୩ ଗତେ ୩ୟା । ଘାତଚନ୍ଦ୍ର- ନାସ୍ତି, ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ ଅନ୍ନ ଦାନ ରାତ୍ରି ୦୭.୩୪ ଗତେ ୨ ପାଦ ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୧.୧୩ ଗତେ ୧ପାଦ କୁଟୁମ୍ବହାନି ତିଳକାଞ୍ଚନ ଦାନ ।

Leo

ସିଂହ

Monday 16 Oct 2023

ମଘା- ପ୍ରେମ ଜୀବନ ମଧୁର ମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । କର୍ମ କ୍ଷେତ୍ରରେ ଅବହେଳା ପ୍ରଦର୍ଶନ କରିବେ ।

ପୂ- ଫାଲ୍‌ଗୁନୀ- ବିରୋଧୀ ମାନଙ୍କ ସହ ଦୃଢ ମୁକାବିଲା କରିବେ । ଚାକିରି କ୍ଷେତ୍ରରେ ମନସ୍କାମନା ପୂରଣ ହେବ । ରାଜନେତା ନୂଆ କାର୍ଯ୍ୟ ଭାର ଗ୍ରହଣ କରିବେ । ସାମାଜିକ କ୍ଷେତ୍ରରେ ଯଶ ବଢିବ ।

ଉ- ଫାଲ୍‌ଗୁନୀ- ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି । ଖୋଳାଳି ମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ ।

ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :