• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th October 2023: ଏହି ରାଶିର ବ୍ୟକ୍ତିଙ୍କର ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ ..

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ସୋମବାର । ଚନ୍ଦ୍ର– ତୁଳା ଅହୋରାତ୍ର । ତିଥି- ୨ୟା ରାତ୍ରି ୦୧.୧୩ ଗତେ ୩ୟା । ଘାତଚନ୍ଦ୍ର- ନାସ୍ତି, ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ ଅନ୍ନ ଦାନ ରାତ୍ରି ୦୭.୩୪ ଗତେ ୨ ପାଦ ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୧.୧୩ ଗତେ ୧ପାଦ କୁଟୁମ୍ବହାନି ତିଳକାଞ୍ଚନ ଦାନ ।

Virgo

କନ୍ୟା

Monday 16 Oct 2023

ଉ- ଫାଲ୍‌ଗୁନୀ- ଆପଣଙ୍କ ମନରେ ଏଭଳି ବିଚାର ଆସିବ ଯାହା ଦ୍ୱାରା ପ୍ରଗତିର ବାଟ ଖୋଲିବ । ଦାମ୍ପତ୍ୟ ଜୀବନ ସାମଞ୍ଜସ୍ୟ ବଜାୟ ରହିବ । ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ ।

ହସ୍ତା- ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ । ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ । ପ୍ରେମ ପ୍ରସଙ୍ଗ ପ୍ରତି ଆକର୍ଷଣ ବଢିବ ।

ଚିତ୍ରା- କୌଣସି କଥାକୁ ନେଇ ମତାନ୍ତର ଦେଖାଦେଇ ପାରେ । ମନରେ ଦବି ରହିଥିବା କଥା ସମ୍ମୁଖକୁ ଆଣନ୍ତୁ । ସରକାରୀ କାମରେ ସଫଳତା ପାଇବେ । ଲୋକେ ଆପଣଙ୍କ ବ୍ୟକ୍ତିତକୁ ପ୍ରେରଣା ଦେବେ ।

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ପୂଜା, ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :