• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th October 2023: ଏହି ରାଶିର ବ୍ୟକ୍ତିଙ୍କର ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ ..

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ସୋମବାର । ଚନ୍ଦ୍ର– ତୁଳା ଅହୋରାତ୍ର । ତିଥି- ୨ୟା ରାତ୍ରି ୦୧.୧୩ ଗତେ ୩ୟା । ଘାତଚନ୍ଦ୍ର- ନାସ୍ତି, ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ ଅନ୍ନ ଦାନ ରାତ୍ରି ୦୭.୩୪ ଗତେ ୨ ପାଦ ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୧.୧୩ ଗତେ ୧ପାଦ କୁଟୁମ୍ବହାନି ତିଳକାଞ୍ଚନ ଦାନ ।

Libra

ତୁଳା

Monday 16 Oct 2023

ଚିତ୍ରା- ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ଆପଣ ଟିକେ ଆଳସ୍ୟ ଅନୁଭବ କରିବେ । ନୂତନ ଭାବରେ ଆରମ୍ଭ କରୁଥିବା କାର୍ଯ୍ୟରେ ବ୍ୟସ୍ତ ରହିବେ ।

ସ୍ୱାତୀ- ଅଫିସରେ ବାକିକାମ ସବୁକୁ ସଂପୂର୍ଣ୍ଣ କରିବେ । ଛାତ୍ରଛାତ୍ରୀମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଅଧିକ ଆତ୍ମବିଶ୍ୱାସ ହାନିକାରକ ହୋଇପାରେ ।

ବିଶାଖା- ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ରାଜନୀତିରେ ଆର୍ଥିକ ଲାଭ ହୋଇପାରେ । ସତସଙ୍ଗ ଓ ଦେବତା ଦର୍ଶନରେ ମନ ନିବେଶ କରିବେ । ଅନ୍ୟର ସାହାର‌୍ୟ୍ୟରେ ଅଟକି ରହିଥିବା କାମକୁ ସପୂର୍ଣ୍ଣ କରିବେ ।

ପ୍ରତିକାର – ଦେବୀ ମନ୍ଦିରରେ ଦାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :