• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th October 2023: ଏହି ରାଶିର ବ୍ୟକ୍ତିଙ୍କର ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ ..

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ସୋମବାର । ଚନ୍ଦ୍ର– ତୁଳା ଅହୋରାତ୍ର । ତିଥି- ୨ୟା ରାତ୍ରି ୦୧.୧୩ ଗତେ ୩ୟା । ଘାତଚନ୍ଦ୍ର- ନାସ୍ତି, ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ ଅନ୍ନ ଦାନ ରାତ୍ରି ୦୭.୩୪ ଗତେ ୨ ପାଦ ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୧.୧୩ ଗତେ ୧ପାଦ କୁଟୁମ୍ବହାନି ତିଳକାଞ୍ଚନ ଦାନ ।

Capricorn

ମକର

Monday 16 Oct 2023

ଉ, ଷାଢା- ପିଲା ମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । ଯେତେ ଚେଷ୍ଟା କରିଲେ ମଧ୍ୟ ପରିଶ୍ରମ ମୁତାବକ କମ୍ ଫଳ ପାଇବେ ।

ଶ୍ରବଣା- ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ଅଫିସ୍ରେ ଆଜି ନିଜ କାମକୁ ନେଇ ବ୍ୟସ୍ତ ରହିବେ । ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି ।

ଧନିଷ୍ଠା- ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ । କିଣା ବିକା ବେଳେ ସାବଧନତା ଅବଲମ୍ବନ କରନ୍ତୁ । ମହିଳାମାନେ ଅଳଙ୍କାର ମାନ କ୍ରୟ କରି ପାରନ୍ତି

ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :