• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd October 2023: ଏହି ରାଶିର ବ୍ୟକ୍ତି ପରକଥାରେ ପଡ଼ି ହଇରାଣ ହେବେ !!

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ମଙ୍ଗଳବାର । ଚନ୍ଦ୍ର –ବୃଷ ଅହୋରାତ୍ର । ତିଥି- ୪ର୍ଥୀ ପ୍ରାତଃ୦୬.୧୨ ଗତେ ୫ମୀ (କ୍ଷୟ) ନିଶାନ୍ତ ୦୫.୩୩ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର- ବିଛା ରାଶିର ଅହୋରାତ୍ର । ଘାତ ବାର- ମକର । ପୁଷ୍କର ଦୋଷ- ୨ ପାଦ- କୃଷି ଓ ବଂଶ ହାନି –ଭୂମି ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୦୩ ଗତେ ୧ ପାଦ କୃଷି ହାନି – ଭୂମିଦାନ ।

Taurus

ବୃଷ

Tuesday 03 Oct 2023

କୃତିକା- ଘର କାମ ସାଙ୍ଗକୁ ଅଫିସ୍ କାମର ଜଞ୍ଜାଳ ବଳିଯିବ। ଅନ୍ୟମାନଙ୍କ କଥାରେ ଭାସି ନଯାଇ ନୀଚ୍ଚ ସଂସର୍ଗରୁ ଦୂରେଇ ରହିବା ଭଲ । କ୍ରୀଡ଼ା, କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ, କିନ୍ତୁ କିଛି ଅସୁବିଧା ହେବନି ।

ରୋହିଣୀ- ବିଭିନ୍ନ ପ୍ରକାର ସମସ୍ୟା ଓ ପ୍ରତିବନ୍ଧକ ଭିତର ଦେଇ ଚଳିବା ପାଇଁ ବାଧ୍ୟ ହେବେ। ମନ ଭଲ ନ ଥିବା କାରଣରୁ କିମ୍ବା ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ। କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ।

ମୃଗଶିରା- ପରିବହନ ଓ ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା ମିଳିପାରେ । ଆମଦାନୀ କାରବାର କ୍ଷେତ୍ର ବେଶ୍ ଭଲ ରହିବ। କର୍ମକ୍ଷେତ୍ରରେ ପ୍ରାୟୋଜିତ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ ।

ପ୍ରତିକାର – ଶ୍ୱେତଚନ୍ଦନ କର୍ପୂର ମିଶେଇ ମସ୍ତକରେ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :