• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd October 2023: ଏହି ରାଶିର ବ୍ୟକ୍ତି ପରକଥାରେ ପଡ଼ି ହଇରାଣ ହେବେ !!

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ମଙ୍ଗଳବାର । ଚନ୍ଦ୍ର –ବୃଷ ଅହୋରାତ୍ର । ତିଥି- ୪ର୍ଥୀ ପ୍ରାତଃ୦୬.୧୨ ଗତେ ୫ମୀ (କ୍ଷୟ) ନିଶାନ୍ତ ୦୫.୩୩ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର- ବିଛା ରାଶିର ଅହୋରାତ୍ର । ଘାତ ବାର- ମକର । ପୁଷ୍କର ଦୋଷ- ୨ ପାଦ- କୃଷି ଓ ବଂଶ ହାନି –ଭୂମି ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୦୩ ଗତେ ୧ ପାଦ କୃଷି ହାନି – ଭୂମିଦାନ ।

Pisces

ମୀନ

Tuesday 03 Oct 2023

ପୂ, ଭାଦ୍ରପଦ- ସ୍ୱାସ୍ଥ୍ୟ ପ୍ରତି ଅବହେଳା କରନ୍ତୁ ନାହିଁ । ବ୍ୟବସାୟୀମାନେ ବିତର୍କରୁ ଦୂରେଇ ରୁହନ୍ତୁ ନଚେତ୍ କ୍ଷତି ସହିବା ପାଇଁ ପଡିପାରେ । ନିଜ ସାଥୀଙ୍କ ସହ ଅଧିକ ସମୟ ଅତିବାହିତ କରିବାର ସୁଯୋଗ ପାଇବେ ।

ଉ, ଭାଦ୍ରପଦ- ଅଫିସରେ ଅଧିକ ପରିଶ୍ରମ କରିବାକୁ ପଡିପାରେ । ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି । ସୁସ୍ୱାଦୁ ଭୋଜନ କରିବେ । କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ।

ରେବତୀ- ଆର୍ଥିକ ସ୍ଥିତି ପୂର୍ବପରି ରହିବ କୌଣସି ମୂଲ୍ୟବାନ ଜିନିଷ କ୍ରୟ କରିପାରନ୍ତି। ପରିବାରରେ ଜମିଜମା ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ। କାମ ହାସଲ ସକାଶେ ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ।

ପ୍ରତିକାର – ପଶୁ,ପକ୍ଷୀ ମାନଙ୍କୁ କିଛି ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :