• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd October 2023: ଏହି ରାଶିର ବ୍ୟକ୍ତି ପରକଥାରେ ପଡ଼ି ହଇରାଣ ହେବେ !!

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ମଙ୍ଗଳବାର । ଚନ୍ଦ୍ର –ବୃଷ ଅହୋରାତ୍ର । ତିଥି- ୪ର୍ଥୀ ପ୍ରାତଃ୦୬.୧୨ ଗତେ ୫ମୀ (କ୍ଷୟ) ନିଶାନ୍ତ ୦୫.୩୩ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର- ବିଛା ରାଶିର ଅହୋରାତ୍ର । ଘାତ ବାର- ମକର । ପୁଷ୍କର ଦୋଷ- ୨ ପାଦ- କୃଷି ଓ ବଂଶ ହାନି –ଭୂମି ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୦୩ ଗତେ ୧ ପାଦ କୃଷି ହାନି – ଭୂମିଦାନ ।

Gemini

ମିଥୁନ

Tuesday 03 Oct 2023

ମୃଗଶିରା- ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି ସବୁ କାମ ଘାତପ୍ରତିଘାତ ମଧ୍ୟ ଦେଇ ସମ୍ପନ୍ନ ହେବ। ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ ।

ଆଦ୍ରା- କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହୋଇପାରେ । ଇର୍ଷାପରାୟଣ ନିଜ ଆତ୍ମୀୟମାନେ ବିଶ୍ୱାସଘାତକତା କରିପାରନ୍ତି। ରାଜନୀତିରେ, ସାଂଗଠନିକ କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ ।

ପୁନର୍ବସୁ- ଜମିଜମା କାରବାରରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ । ବନ୍ଧୁଙ୍କ ପରାମର୍ଶରେ ତୀର୍ଥାଟନ କରିବା ସକାଶେ ମନ ବଳାଇପାରନ୍ତି ।

ପ୍ରତିକାର – ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :