• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd October 2023: ଏହି ରାଶିର ବ୍ୟକ୍ତି ପରକଥାରେ ପଡ଼ି ହଇରାଣ ହେବେ !!

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ମଙ୍ଗଳବାର । ଚନ୍ଦ୍ର –ବୃଷ ଅହୋରାତ୍ର । ତିଥି- ୪ର୍ଥୀ ପ୍ରାତଃ୦୬.୧୨ ଗତେ ୫ମୀ (କ୍ଷୟ) ନିଶାନ୍ତ ୦୫.୩୩ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର- ବିଛା ରାଶିର ଅହୋରାତ୍ର । ଘାତ ବାର- ମକର । ପୁଷ୍କର ଦୋଷ- ୨ ପାଦ- କୃଷି ଓ ବଂଶ ହାନି –ଭୂମି ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୦୩ ଗତେ ୧ ପାଦ କୃଷି ହାନି – ଭୂମିଦାନ ।

Leo

ସିଂହ

Tuesday 03 Oct 2023

ମଘା- ବ୍ୟବସାୟିକ, ସାମାଜିକ, ଅଭିବୃଦ୍ଧି କ୍ରମଶଃ ବୃଦ୍ଧି ପାଇବାରୁ ସାମୟିକ ଖୁସି ରହିବେ। ବହୁତ ଦିନରୁ ଅପେକ୍ଷା କରିଥିବା ସୁଯୋଗ ଆଜି ପାଇପାରନ୍ତି। ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି କାରଣରୁ ଶିଳ୍ପ ଓ ବାଣିଜ୍ୟରେ ପ୍ରତିବନ୍ଧକର ସମ୍ମୁଖୀନ ହେବାକୁ ପଡ଼ିପାରେ।

ପୂ- ଫାଲ୍‌ଗୁନୀ- କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ବୁଝି ବିଚାରି ଓ ଅବସ୍ଥା ଦେଖି ବ୍ୟବସ୍ଥା କରନ୍ତୁ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟର ସହ ଅପେକ୍ଷା କରନ୍ତୁ, କାମ ଯଥାବିଧି ସମ୍ପନ୍ନ ହେବ ଓ ଅର୍ଥ, ସମ୍ମାନ ପାଇବେ।

ଉ- ଫାଲ୍‌ଗୁନୀ- ବନ୍ଧୁଙ୍କ ବିପରିତ ଆଚରଣ ଦୁଃଖ ଦେବ। ଜମିଜମା କାରବାର, କଚେରି ମାମଲା, ରାଜନୈତିକ କ୍ଷେତ୍ର ପ୍ରଭୃତିରେ ସମସ୍ୟା ସମାଧାନ ହୋଇଯିବ। କେତେକ କ୍ଷେତ୍ରରେ ଶେଷ ସମୟରେ ନିଷ୍ପତ୍ତି ବଦଳାଇବା ସକାଶେ ମନ ବଳାଇବେ।

ପ୍ରତିକାର – ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ ଥୋଇ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :