• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd October 2023: ଏହି ରାଶିର ବ୍ୟକ୍ତି ପରକଥାରେ ପଡ଼ି ହଇରାଣ ହେବେ !!

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ମଙ୍ଗଳବାର । ଚନ୍ଦ୍ର –ବୃଷ ଅହୋରାତ୍ର । ତିଥି- ୪ର୍ଥୀ ପ୍ରାତଃ୦୬.୧୨ ଗତେ ୫ମୀ (କ୍ଷୟ) ନିଶାନ୍ତ ୦୫.୩୩ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର- ବିଛା ରାଶିର ଅହୋରାତ୍ର । ଘାତ ବାର- ମକର । ପୁଷ୍କର ଦୋଷ- ୨ ପାଦ- କୃଷି ଓ ବଂଶ ହାନି –ଭୂମି ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୦୩ ଗତେ ୧ ପାଦ କୃଷି ହାନି – ଭୂମିଦାନ ।

Virgo

କନ୍ୟା

Tuesday 03 Oct 2023

ଉ- ଫାଲ୍‌ଗୁନୀ- ଅତୀତ କଥା ଚିନ୍ତାକରି ମନ ଭାରାକ୍ରାନ୍ତ ରହିବ। ଅସଜଡା ପାରିବାରିକ ପରିସ୍ଥିତି ସହ କର୍ମକ୍ଷେତ୍ରରେ କଳହ ଲାଗି ରହିପାରେ। ବ୍ୟବସାୟରେ ସତର୍କ ନ ହେଲେ ଠକାମିରେ ପଡିପାରନ୍ତି।

ହସ୍ତା- କେତେକ ଗୁରୁତ୍ୱପୂର୍ଣ୍ଣ କାମ ଅଟକିବା କାରଣରୁ କର୍ମକ୍ଷେତ୍ର ସମସ୍ୟାବହୁଳ ହୋଇପାରେ । କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର କ୍ଷେତ୍ରରେ ସୁନାମ ଅର୍ଜନ କରିପାରିବେ । ପ୍ରତ୍ୟେକ କ୍ଷେତ୍ରରେ ପ୍ରତିଯୋଗିତାମୂଳକ ମନୋଭାବ ଉପୁଜିବ।

ଚିତ୍ରା- ପରିବହନରେ ଲାଭବାନ ହେବା ସହିତ ନିଜ ପରିସରରେ ପ୍ରତିଷ୍ଠିତ ହେବେ । ମହିଳା ମାନଙ୍କର ଖ୍ୟାତି ବୃଦ୍ଧି ପାଇବ । ଛାତ୍ରଛାତ୍ରୀ ମାନେ ସୁନାମ ଅର୍ଜନ କରିବା ସହିତ ସବୁ ପ୍ରକାର ସୁବିଧା ପାଇବେ ।

ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :