• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd October 2023: ଏହି ରାଶିର ବ୍ୟକ୍ତି ପରକଥାରେ ପଡ଼ି ହଇରାଣ ହେବେ !!

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ମଙ୍ଗଳବାର । ଚନ୍ଦ୍ର –ବୃଷ ଅହୋରାତ୍ର । ତିଥି- ୪ର୍ଥୀ ପ୍ରାତଃ୦୬.୧୨ ଗତେ ୫ମୀ (କ୍ଷୟ) ନିଶାନ୍ତ ୦୫.୩୩ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର- ବିଛା ରାଶିର ଅହୋରାତ୍ର । ଘାତ ବାର- ମକର । ପୁଷ୍କର ଦୋଷ- ୨ ପାଦ- କୃଷି ଓ ବଂଶ ହାନି –ଭୂମି ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୦୩ ଗତେ ୧ ପାଦ କୃଷି ହାନି – ଭୂମିଦାନ ।

Capricorn

ମକର

Tuesday 03 Oct 2023

ଉ, ଷାଢା- ଦାମ୍ପତ୍ୟ ଜୀବନ ଅତ୍ୟନ୍ତ ସୁଖପ୍ରଦ ହେବ । ଶାରୀରିକ କଷ୍ଟ ଅନୁଭବ କରିପାରନ୍ତି । ପରିବାରରେ କୌଣସି ଗୁରୁତ୍ୱ ପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ ।

ଶ୍ରବଣା- ଜଣେ ସତ୍ୟନିଷ୍ଠ ବ୍ୟକ୍ତି ଭାବେ ଜନସାଧାରଣଙ୍କ ଆଦରଣୀୟ ହେବେ । ବିଳାସ ବ୍ୟସନ ପ୍ରତି ଆଗ୍ରହି ହୋଇପାରନ୍ତି । ନିର୍ଭୟରେ କାର୍ଯ୍ୟ ସମ୍ପାଦନ କରି ପ୍ରଶଂସାର ପାତ୍ର ହେବେ ।

ଧନିଷ୍ଠା- ସମାଜ ସେବାରେ ନିଜର ରୁଚି ରଖିବେ । ନୂତନ ଜମିଜମା କିଣି ପାରନ୍ତି । ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ । ରାସ୍ତା ଘାଟ ରେ ସତର୍କତା ସହ ଯାତାୟତ କରନ୍ତୁ ।

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :