• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th September 2023: ଏହି ରାଶିର ବ୍ୟକ୍ତି ଅଯଥା ଖର୍ଚ୍ଚାନ୍ତି ହୋଇପାରନ୍ତି ..

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୭ ତାରିଖ ବୁଧବାର । ଚନ୍ଦ୍ର –କୁମ୍ଭ ଅହୋରାତ୍ର । ତିଥି- ୧୩ ଶୀ ରାତ୍ରି ୧୦.୧୯ଗତେ ୧୪ଶୀ । ଘାତ ଚନ୍ଦ୍ର - ମିଥୁନ ଓ ମୀନ ରାଶିର ଅହୋରାତ୍ର । ଘାତ ବାର –କର୍କଟ ରାଶିର । ପୁଷ୍କର ଦୋଷ –ରାତ୍ରି ୦୪.୨୯ ଗତେ ପୂର୍ବଭାଦ୍ର ୧ ପାଦ କୁଟୁମ୍ବହାନି – ତିଳକାଞ୍ଚନ ଦାନ ।

Taurus

ବୃଷ

Wednesday 27 Sep 2023

କୃତିକା- ଭାଗୀଦାରୀ ବ୍ୟବସାୟରେ ଆଖି ବନ୍ଦ କରି କୌଣସି ପଦକ୍ଷପ ନିୟନ୍ତୁ ନାହିଁ । ଯେକୋଣସି କାମରେ ହାତ ଦେଲେ,ସେଥିରେ ସଫଳତା ପାଇବେ । ଆର୍ଥିକ ସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ ।

ରୋହିଣୀ- ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ପୂର୍ଣ୍ଣ ସହଯୋଗ କରିବା ଫଳରେ ଲୋକପ୍ରିୟତା ହାସଲ କରିବେ । ଶିକ୍ଷାର୍ଥୀମାନଙ୍କ ଅଧ୍ୟୟନରେ ବାଧା ଉପୁଜିପାରେ । ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ ।

ମୃଗଶିରା- ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । କଚେରି ମାମଲା କ୍ଷେତ୍ରରୁ ଶୁଭ ଫଳ ପାଇବେ ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬

ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :