• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th September 2023: ଏହି ରାଶିର ବ୍ୟକ୍ତି ଅଯଥା ଖର୍ଚ୍ଚାନ୍ତି ହୋଇପାରନ୍ତି ..

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୭ ତାରିଖ ବୁଧବାର । ଚନ୍ଦ୍ର –କୁମ୍ଭ ଅହୋରାତ୍ର । ତିଥି- ୧୩ ଶୀ ରାତ୍ରି ୧୦.୧୯ଗତେ ୧୪ଶୀ । ଘାତ ଚନ୍ଦ୍ର - ମିଥୁନ ଓ ମୀନ ରାଶିର ଅହୋରାତ୍ର । ଘାତ ବାର –କର୍କଟ ରାଶିର । ପୁଷ୍କର ଦୋଷ –ରାତ୍ରି ୦୪.୨୯ ଗତେ ପୂର୍ବଭାଦ୍ର ୧ ପାଦ କୁଟୁମ୍ବହାନି – ତିଳକାଞ୍ଚନ ଦାନ ।

Aquarius

କୁମ୍ଭ

Wednesday 27 Sep 2023

ଧନିଷ୍ଠା- ବ୍ୟବସାୟୀମାନେ ନୂଆ କାରବାର କରିବାର ସୁଯୋଗ ପାଇପାରିବେ ଏବଂ ବାକି ଦେଇଥିବା ଟଙ୍କା ଫେରି ପାଇବେ । ଅଳ୍ପ ପରିଶ୍ରମରେ ସଫଳତା ପାଇପାରିବେ । ପାରିବାରିକ ଜୀବନ ସୁଖଦ ହେବ । ଅଯଥା ଖର୍ଚ୍ଚାନ୍ତି ହୋଇପାରନ୍ତି ।

ଶତଭିଷା- ଛାତ୍ରଛାତ୍ରୀ ମାନେ ଭବିଷ୍ୟତକୁ ନେଇ ଚିନ୍ତାରେ ରହିବେ । ପତିପତ୍ନୀ ମଧ୍ୟ ଅଶାନ୍ତି ସୃଷ୍ଟି ହୋଇପାରେ । ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ସଫଳତା ଓ ସମ୍ମାନ ମିଳିବ । କର୍ମକ୍ଷେତ୍ରରେ ଅପଦସ୍ତ ହୋଇପାରନ୍ତି ।

ପୂ, ଭାଦ୍ରପଦ- ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରି କାମକୁ ଚଳାଇ ନେବେ। କୌଣସି ଅତ୍ୟାବଶ୍ୟକୀୟ କାଗଜପତ୍ର ନ ପାଇ ବ୍ୟସ୍ତ ହୋଇପାରନ୍ତି । ଆଲୋଚନା ପରିସରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ ।

 ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :