• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th September 2023: ଏହି ରାଶିର ବ୍ୟକ୍ତି ଅଯଥା ଖର୍ଚ୍ଚାନ୍ତି ହୋଇପାରନ୍ତି ..

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୭ ତାରିଖ ବୁଧବାର । ଚନ୍ଦ୍ର –କୁମ୍ଭ ଅହୋରାତ୍ର । ତିଥି- ୧୩ ଶୀ ରାତ୍ରି ୧୦.୧୯ଗତେ ୧୪ଶୀ । ଘାତ ଚନ୍ଦ୍ର - ମିଥୁନ ଓ ମୀନ ରାଶିର ଅହୋରାତ୍ର । ଘାତ ବାର –କର୍କଟ ରାଶିର । ପୁଷ୍କର ଦୋଷ –ରାତ୍ରି ୦୪.୨୯ ଗତେ ପୂର୍ବଭାଦ୍ର ୧ ପାଦ କୁଟୁମ୍ବହାନି – ତିଳକାଞ୍ଚନ ଦାନ ।

Pisces

ମୀନ

Wednesday 27 Sep 2023

ପୂ, ଭାଦ୍ରପଦ- ସାଧାରଣ କଥାକୁ ନେଇ ପରିବାର ମଧ୍ୟରେ ମନାନ୍ତର ଦେଖାଦେଇପାରେ । ବ୍ୟବସାୟୀମାନେ ଆଜି କାର୍ଯ୍ୟରେ କୌଣସି ପ୍ରକାର ଅବହେଳା କରନ୍ତୁ ନାହିଁ । ପତିପତ୍ନୀଙ୍କ ସହ ସମ୍ପର୍କରେ ଘନିଷ୍ଠତା ରହିବ ।

ଉ, ଭାଦ୍ରପଦ- ଛାତ୍ରଛାତ୍ରୀଙ୍କ ପାଇଁ ଉତ୍ତମ ଦିନଟିଏ । ଅଜଥା କଥାକୁ ନେଇ ଚିନ୍ତାରେ ରୁହନ୍ତୁ ନାହିଁ । ନୂଆ ଚାକିରି ସୁଯୋଗ ପାଇପାରନ୍ତି କର୍ମକ୍ଷେତ୍ରରେ ଆପଣଙ୍କୁ କଠିନ ପରିଶ୍ରମ କରିବାକୁ ପଡିବ । ଆର୍ଥିକ ସ୍ଥିତି ଭଲ ରହିବ ।

ରେବତୀ- ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ । ମହିଳା ମାନେ ସହନଶୀଳତା ଜାଗ୍ରତ କରିବେ । ସମ୍ପତି ବୃଦ୍ଧି ହୋଇପାରେ ।

ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :