• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th September 2023: ଏହି ରାଶିର ବ୍ୟକ୍ତି ଅଯଥା ଖର୍ଚ୍ଚାନ୍ତି ହୋଇପାରନ୍ତି ..

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୭ ତାରିଖ ବୁଧବାର । ଚନ୍ଦ୍ର –କୁମ୍ଭ ଅହୋରାତ୍ର । ତିଥି- ୧୩ ଶୀ ରାତ୍ରି ୧୦.୧୯ଗତେ ୧୪ଶୀ । ଘାତ ଚନ୍ଦ୍ର - ମିଥୁନ ଓ ମୀନ ରାଶିର ଅହୋରାତ୍ର । ଘାତ ବାର –କର୍କଟ ରାଶିର । ପୁଷ୍କର ଦୋଷ –ରାତ୍ରି ୦୪.୨୯ ଗତେ ପୂର୍ବଭାଦ୍ର ୧ ପାଦ କୁଟୁମ୍ବହାନି – ତିଳକାଞ୍ଚନ ଦାନ ।

Gemini

ମିଥୁନ

Wednesday 27 Sep 2023

ମୃଗଶିରା- ପାଦ ପୀଡା ସହ ଦୈନିକ କାର୍ଯ୍ୟରେ ବ୍ୟବଧାନ ଉତ୍ପନ୍ନ ହୋଇପାରେ । ପରିବାରରେ ଅନୁକୂଳ ପରିସ୍ଥିତି ବଜାୟ ରହିବ । ବୟସ୍କ ବ୍ୟକ୍ତିଙ୍କ ସମର୍ଥନ ପାଇ ବ୍ୟବସାୟରେ ହରେଇଥିବା ଟଙ୍କା ଫେରିପାଇପାରନ୍ତି ।

ଆଦ୍ରା- ଗୁପ୍ତ ଶତ୍ରୁମାନେ ଆପଣଙ୍କ ବିରୁଦ୍ଧରେ ସକ୍ରିୟ ହୋଇ ପାରନ୍ତି । ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାକୁ ଆପଣ ଟିକେ ଚିନ୍ତିତ ହେବେ । ବିଦ୍ୟାରେ ଉନ୍ନତି ହେବ ।

ପୁନର୍ବସୁ- ସନ୍ତାନ ହେତୁ ପ୍ରତ୍ୟେକ ସମସ୍ୟା ସୁଧୁରିଯିବ । ରାଜନୈତିକ ଓ ସାଙ୍ଗଠନିକ କାର‌୍ୟ୍ୟରେ ପ୍ରଶଂସିତ ହେବେ। ପାଖ ପଡ଼ୋଶୀଙ୍କ କୌଣସି କଥାରେ ମୁଣ୍ଡ ପୂରାଇ ଅଯଥା ମନ ବିଷାକ୍ତ କରିବେ।

ପ୍ରତିକାର –ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :