• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th September 2023: ଏହି ରାଶିର ବ୍ୟକ୍ତି ଅଯଥା ଖର୍ଚ୍ଚାନ୍ତି ହୋଇପାରନ୍ତି ..

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୭ ତାରିଖ ବୁଧବାର । ଚନ୍ଦ୍ର –କୁମ୍ଭ ଅହୋରାତ୍ର । ତିଥି- ୧୩ ଶୀ ରାତ୍ରି ୧୦.୧୯ଗତେ ୧୪ଶୀ । ଘାତ ଚନ୍ଦ୍ର - ମିଥୁନ ଓ ମୀନ ରାଶିର ଅହୋରାତ୍ର । ଘାତ ବାର –କର୍କଟ ରାଶିର । ପୁଷ୍କର ଦୋଷ –ରାତ୍ରି ୦୪.୨୯ ଗତେ ପୂର୍ବଭାଦ୍ର ୧ ପାଦ କୁଟୁମ୍ବହାନି – ତିଳକାଞ୍ଚନ ଦାନ ।

Cancer

କର୍କଟ

Wednesday 27 Sep 2023

ପୁନର୍ବସୁ- କାମ ଭିତରେ ବୁଡିରହି ସ୍ୱାସ୍ଥ୍ୟ ପ୍ରତି ନଜର ଦେଇପାରିବେ ନାହିଁ । କର୍ମକ୍ଷେତ୍ରରେ ସାମୟିକ ବ୍ୟତିକ୍ରମ ଲାଗିରହିଲେ ମଧ୍ୟ ନିଶ୍ଚିତ ସଫଳତା ପାଇବେ । ପାରିବାରିକ କ୍ଷେତ୍ରରେ ରହିଆସିଥିବା ସମସ୍ୟା ଆଜି ଜଣେ ହିତୈଷୀଙ୍କ ସାହାଯ୍ୟରେ ସମାଧାନ ହୋଇଯିବ ।

ପୁଷ୍ୟା- ସରକାରୀ କିମ୍ବା ବେସରକାରୀ ସ୍ତରରୁ ପାଇବାକୁ ଥିବା ଅର୍ଥ ପାଇବେ। ସଦାବେଳେ ଝଗଡ଼ା କରିବାକୁ ଚାହିଁ ବସିଥିବା ଲୋକଟିର ସାମ୍ନା କିମ୍ବା ସମାଧାନ କରିବାର ଚିନ୍ତା ଲାଗି ରହିବ। ଗୁପ୍ତ ଶତ୍ରୁତା ଓ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି ।

ଅଶ୍ଳେଷା- କୌଣସି ଭଦ୍ର ମହିଳାଙ୍କ ସାହାଯ୍ୟରୁ ଉପକୃତ ହେବେ । ବିଭିନ୍ନ ପ୍ରକାର ଝାମେଲା ଭିତର ଦେଇ ଯିବାକୁ ପଡୁଥିବାରୁ ସମ୍ପୂର୍ଣ୍ଣ ଭାବେ ଶାନ୍ତି ଓ ସନ୍ତୋଷ ଆସିବ ନା ହିଁ। ନିଜର ସୁଖ ସୁବିଧାକୁ ପ୍ରାଧାନ୍ୟ ଦେଇ ସମାଲୋଚିତ ହୋଇପାରନ୍ତି ।

ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :