• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th September 2023: ଏହି ରାଶିର ବ୍ୟକ୍ତି ଅଯଥା ଖର୍ଚ୍ଚାନ୍ତି ହୋଇପାରନ୍ତି ..

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୭ ତାରିଖ ବୁଧବାର । ଚନ୍ଦ୍ର –କୁମ୍ଭ ଅହୋରାତ୍ର । ତିଥି- ୧୩ ଶୀ ରାତ୍ରି ୧୦.୧୯ଗତେ ୧୪ଶୀ । ଘାତ ଚନ୍ଦ୍ର - ମିଥୁନ ଓ ମୀନ ରାଶିର ଅହୋରାତ୍ର । ଘାତ ବାର –କର୍କଟ ରାଶିର । ପୁଷ୍କର ଦୋଷ –ରାତ୍ରି ୦୪.୨୯ ଗତେ ପୂର୍ବଭାଦ୍ର ୧ ପାଦ କୁଟୁମ୍ବହାନି – ତିଳକାଞ୍ଚନ ଦାନ ।

Libra

ତୁଳା

Wednesday 27 Sep 2023

ଚିତ୍ରା- ବ୍ୟବସାୟୀମାନେ ବିତର୍କରୁ ଦୂରେଇ ରୁହନ୍ତୁ ନଚେତ୍ କ୍ଷତି ସହିବା ପାଇଁ ପଡିପାରେ । କିଛି ନୂଆ ଯୋଜନା ଉପରେ କାର୍ଯ୍ୟ ଆରମ୍ଭ କରିପାରନ୍ତି । ଦାମ୍ପତ୍ୟ ଜୀବନରେ ପ୍ରେମ ରହିବ ।

ସ୍ୱାତୀ- ରାଜନୀତିରେ ସାବଧାନତାର ସହିତ ପଦକ୍ଷେପ ନିଅନ୍ତୁ । କର୍ମକ୍ଷେତ୍ରର ସମସ୍ୟାକୁ ସରଳ ସମାଧାନ କରିବାରେ ସମର୍ଥ ହେବେ । ବ୍ୟବସାୟରେ ଲାଭ ମିଳିବ ।

ବିଶାଖା- ମାଲି ମୋକଦ୍ଦମାର ସ୍ଥିତି ଅନୁକୂଳ ରହିବ । ସାହିତ୍ୟ, କଳା କ୍ଷେତ୍ରରେ ଆଶାନୁରୂପ ଫଳ ପାଇପାରିବେ । ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି । 

 ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଫଟକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :