• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th September 2023: ଏହି ରାଶିର ବ୍ୟକ୍ତି ଅଯଥା ଖର୍ଚ୍ଚାନ୍ତି ହୋଇପାରନ୍ତି ..

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୭ ତାରିଖ ବୁଧବାର । ଚନ୍ଦ୍ର –କୁମ୍ଭ ଅହୋରାତ୍ର । ତିଥି- ୧୩ ଶୀ ରାତ୍ରି ୧୦.୧୯ଗତେ ୧୪ଶୀ । ଘାତ ଚନ୍ଦ୍ର - ମିଥୁନ ଓ ମୀନ ରାଶିର ଅହୋରାତ୍ର । ଘାତ ବାର –କର୍କଟ ରାଶିର । ପୁଷ୍କର ଦୋଷ –ରାତ୍ରି ୦୪.୨୯ ଗତେ ପୂର୍ବଭାଦ୍ର ୧ ପାଦ କୁଟୁମ୍ବହାନି – ତିଳକାଞ୍ଚନ ଦାନ ।

Scorpio

ବିଛା

Wednesday 27 Sep 2023

ବିଶାଖା- ନିଜ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ବ୍ୟବସାୟୀ କୌଣସି ନୂଆ ବ୍ୟବସାୟ ଆରମ୍ଭ କରିବା ପାଇଁ ଚିନ୍ତା କରିପାରନ୍ତି । ପ୍ରେମୀଯୁଗଳ ମାନେ ପରସ୍ପର ସହିତ ଅଧିକ ସମୟ ବିତାଇବାକୁ ଚେଷ୍ଟା କରିବେ ।

ଅନୁରାଧା- ବେପାର ବୃତ୍ତିରେ ସଫଳତା ହାସଲ କରିବେ । ରାଜନୈତିକ ପୃଷ୍ଠପୋଷକତା ଲାଭକରିବେ । ଛାତ୍ରଛାତ୍ରୀ ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ ।

ଜ୍ୟୋଷ୍ଠା- କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରୁ ସ୍ଥଗିତ ରହିବା ଉଚିତ୍ । କଚେରୀ ମାମଲା ମାନସିକ ସ୍ଥିତିକୁ ବିଗାଡି ଦେଇପାରେ । ମହିଳା ମାନେ ନିଜର ବ୍ୟବହାର ପ୍ରତି ଧ୍ୟାନ ଦିଅନ୍ତୁ ।

ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :