• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th Nov 2023: ସୁଖମୟ ହେବ ସାଂସାରିକ ଜୀବନ, ଶରଣାଗତ ହେବେ ଶତ୍ରୁ

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ। ଇଂରାଜୀରେ ୨୯ ତାରିଖ ବୁଧବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୨ୟା ଦିବା ୦୧.୫୭ ଗତେ ୩ୟା । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୧.୫୭ ପର୍ଯ୍ୟନ୍ତ ।

Taurus

ବୃଷ

Wednesday 29 Nov 2023

କୃତିକା- କର୍ମକ୍ଷେତ୍ରରେ ବିଶେଷ ଅସୁବିଧା ରହିବ ନାହିଁ । ପାରିବାରିକ ବିଶୃଙ୍ଖଳା ଦେଖାଦେବା ସହିତ ସମ୍ପର୍କରେ ସାମାନ୍ୟ ତିକ୍ତତା ଆସିପାରେ । ଅଧିକ ପରିଶ୍ରମ ହେତୁ ଦେହରେ ଦୁର୍ବଳତା ଦେଖାଦେବ ।

ରୋହିଣୀ- ଖୋଳାଳି ମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଉତ୍ସାହିତ ହେବେ । ବାଧ୍ୟବାଧକତାରେ ଅନେକ ଟଙ୍କା ଖର୍ଚ୍ଚକରି ଦୁଖିତ ରହିବେ । ଶିକ୍ଷାକ୍ଷେତ୍ରରେ ଅନେକ ସମସ୍ୟା ଦେଖାଦେବ ।

ମୃଗଶିରା- ପୈତୃକ ସମ୍ପତ୍ତିର ସମାଧାନ ହୋଇଯିବ । ପଛ କଥା ନଭାବି ବର୍ତ୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ସୁନ୍ଦର କଳ୍ପନାରେ ବିଭୋର ରହିବେ । ମହିଳାମାନେ ଉତ୍ସାହିତ ରହିବେ ।

 ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :