• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th Nov 2023: ସୁଖମୟ ହେବ ସାଂସାରିକ ଜୀବନ, ଶରଣାଗତ ହେବେ ଶତ୍ରୁ

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ। ଇଂରାଜୀରେ ୨୯ ତାରିଖ ବୁଧବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୨ୟା ଦିବା ୦୧.୫୭ ଗତେ ୩ୟା । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୧.୫୭ ପର୍ଯ୍ୟନ୍ତ ।

Aquarius

କୁମ୍ଭ

Wednesday 29 Nov 2023

ଧନିଷ୍ଠା- ବ୍ୟବସାୟ-ବାଣିଜ୍ୟ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ଶତଭିଷା- କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ପୂରସ୍କୃତ ହେବେ । ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ଲାଭ କରିବା ପାଇଁ ବିଦେଶ ଗ୍ରସ୍ତ କରିପାରନ୍ତି । ରାଜନୀତିରେ ପ୍ରଗତିର ଭାବମୂର୍ତି ରକ୍ଷା କରି ଚାଲିବା କଠିନ ହୋଇ ପଡିବ ।

ପୂ,ଭାଦ୍ରପଦ- ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି । ସମାଜ ସେବାରେ ଉଲ୍ଲେଖନୀୟ ସଫଳତା ଲାଭ କରିବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ ।

ପ୍ରତିକାର – ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :