• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th Nov 2023: ସୁଖମୟ ହେବ ସାଂସାରିକ ଜୀବନ, ଶରଣାଗତ ହେବେ ଶତ୍ରୁ

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ। ଇଂରାଜୀରେ ୨୯ ତାରିଖ ବୁଧବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୨ୟା ଦିବା ୦୧.୫୭ ଗତେ ୩ୟା । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୧.୫୭ ପର୍ଯ୍ୟନ୍ତ ।

Pisces

ମୀନ

Wednesday 29 Nov 2023

ପୂ,ଭାଦ୍ରପଦ- ମାନସିକ ଦୁଶ୍ଚିନ୍ତା ଦୂର ହେବ । ଗୁରୁଙ୍କର ପରାମର୍ଶରେ ଧର୍ମମାର୍ଗରେ ଯିବା ପାଇଁ ମନବଳାଇ ପାରନ୍ତି । ଆଶା କରୁଥିବା ଖବର ପାଇ ଖୁସି ହୋଇଯିବେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ ।

ଉ,ଭାଦ୍ରପଦ- ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଂଶସିତ ହେବେ । କର୍ମକ୍ଷେତ୍ରରେ ଜବରଦସ୍ତି ନ୍ୟାୟମିଳିବା ଫଳରେ ପଦୋନ୍ନତି ସୂଚନା ପାଇ ମନ ଆନନ୍ଦ ହେବ । ଖୋଳାଳି ମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ ।

ରେବତୀ- ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ମହିଳାମାନେ ପଡୋଶୀଙ୍କ ସହ ଭଲ ସମ୍ପର୍କ ସ୍ଥାପନ କରିବେ । ପୂର୍ବରୁ ଚାଲୁଥିବା ଆଇନଗତ ଲଢେଇରେ ବିଜୟ ଲାଭ କରିବେ ।

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩

ପ୍ରତିକାର – ଅଶ୍ୱତଥ୍ ଗଛକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :