• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th Nov 2023: ସୁଖମୟ ହେବ ସାଂସାରିକ ଜୀବନ, ଶରଣାଗତ ହେବେ ଶତ୍ରୁ

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ। ଇଂରାଜୀରେ ୨୯ ତାରିଖ ବୁଧବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୨ୟା ଦିବା ୦୧.୫୭ ଗତେ ୩ୟା । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୧.୫୭ ପର୍ଯ୍ୟନ୍ତ ।

Gemini

ମିଥୁନ

Wednesday 29 Nov 2023

ମୃଗଶିରା- ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି । ଭାଇ ବନ୍ଧୁମାନେ ସାହାର‌୍ୟ୍ୟ ପାଇ ଆନୁଷ୍ଠାନିକ କାମ ହାସଲ କରିବେ । ଔଷଧ ସମ୍ବନ୍ଧୀୟ ବ୍ୟବସାୟରେ ଅନେକ ସଫଳତା ପାଇବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବେ ।

ଆଦ୍ରା- ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ । ଛାତ୍ରଛାତ୍ରୀମାନେ ପଢାରେ ସହଯୋଗ ପାଇବେ । ରାଜନୀତିରେ ଆଗ୍ରହ ବଢିପାରେ ।

ପୁନର୍ବସୁ- ମାଲି ମକଦ୍ଦମାରେ ଚିନ୍ତାଗ୍ରସ୍ତ ରହିବେ । ମହିଳାମାନଙ୍କ ମନରେ ନକାରତ୍ମକ ଚିନ୍ତାଧାରା ସୃଷ୍ଟି ହେବ । ନିଜର ବାସସ୍ଥାନ କରିବା ପାଇଁ ନୂତନ ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :