• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th Nov 2023: ସୁଖମୟ ହେବ ସାଂସାରିକ ଜୀବନ, ଶରଣାଗତ ହେବେ ଶତ୍ରୁ

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ। ଇଂରାଜୀରେ ୨୯ ତାରିଖ ବୁଧବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୨ୟା ଦିବା ୦୧.୫୭ ଗତେ ୩ୟା । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୧.୫୭ ପର୍ଯ୍ୟନ୍ତ ।

Cancer

କର୍କଟ

Wednesday 29 Nov 2023

ପୁନର୍ବସୁ- ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ବ୍ୟବସାୟରେ ଲାଭଜନକ ହେବ । ପୂର୍ବରୁ କରିଥିବା କର୍ମ ପାଇଁ ପୁରସ୍କୃତ ହୋଇପାରନ୍ତି । ରହୁଥିବା ସ୍ଥାନ ପରିବର୍ତ୍ତନ କରିପାରନ୍ତି ।

ପୁଷ୍ୟା- ପୁରୁଣା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତୁପକ୍ଷଙ୍କ ଶ୍ରଦ୍ଧାର ପାତ୍ର ହେବ । ଚଳଚିତ୍ର, ସଙ୍ଗୀତ କ୍ଷେତ୍ରରେ ଥିବା ବ୍ୟକ୍ତି ମାନେ ଅଧିକ ଲାଭବାନ୍ ହେବେ ।

ଅଶ୍ଲେଷା- ପରହାତରେ ଥିବା ଧନ ସହଜରେ ପ୍ରାପ୍ତ ହେବ । ମହିଳା ମାନଙ୍କୁ କୌଣସି ବ୍ୟକ୍ତିଙ୍କ ସହୟତା ମିଳିବ । ନୂତନ ଯାନ ବାହନ କ୍ରୟ କରିବାର ଯଥେଷ୍ଟ ସମ୍ଭାବନା ରହିଛି ।

ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :