• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th Nov 2023: ସୁଖମୟ ହେବ ସାଂସାରିକ ଜୀବନ, ଶରଣାଗତ ହେବେ ଶତ୍ରୁ

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ। ଇଂରାଜୀରେ ୨୯ ତାରିଖ ବୁଧବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୨ୟା ଦିବା ୦୧.୫୭ ଗତେ ୩ୟା । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୧.୫୭ ପର୍ଯ୍ୟନ୍ତ ।

Leo

ସିଂହ

Wednesday 29 Nov 2023

ମଘା- ସାଂସାରିକ ଜୀବନ ସୁଖମୟ ହେବ । ବ୍ୟବସାୟରେ ଖର୍ଚ୍ଚକୁ ସୀମିତ କରିବାରେ ସକ୍ଷମ ହେବେ । ପ୍ରତ୍ୟେକଟି କ୍ଷେତ୍ରରେ ନିଜର ଉଦ୍ୟମ ବଳରେ ସଫଳତା ପାଇବେ ।

ପୂ,ଫାଲଗୁନି- ବିଦ୍ୟାର୍ଥୀ ମାନେ ବିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଂଶସିତ ହେବେ । ଧାର୍ଯ୍ୟ କରିଥିବା ଲକ୍ଷ ପୂରଣ କରିବେ ।

ଉ,ଫାଲଗୁନି- ଶତ୍ରୁକୁ ଶରଣାଗତ କରାଇପାରନ୍ତି । ମହିଳା ମାନେ ଉଦାର ସ୍ୱଭାବ ରହିବେ । ଉତରାଧିକାରୀ ସୂତ୍ରରେ କୌଣସି ସମ୍ପତ୍ତିର ମାଲିକାନା ପାଇପାରନ୍ତି । ଖେଳ କୁଦରେ ଖୁସି ରହିବେ ।

ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :