• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th Nov 2023: ସୁଖମୟ ହେବ ସାଂସାରିକ ଜୀବନ, ଶରଣାଗତ ହେବେ ଶତ୍ରୁ

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ। ଇଂରାଜୀରେ ୨୯ ତାରିଖ ବୁଧବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୨ୟା ଦିବା ୦୧.୫୭ ଗତେ ୩ୟା । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୧.୫୭ ପର୍ଯ୍ୟନ୍ତ ।

Virgo

କନ୍ୟା

Wednesday 29 Nov 2023

ଉ,ଫାଳଗୁନି- ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବ୍ୟବସାୟାଦି ବିଭିନ୍ନ ସଂସାରୁ ଧନାଗମ ହେବ ।

ହସ୍ତା- ବିବାହ ଆଶାୟୀ ଯୁବକ, ଯୁବତୀ ମାନଙ୍କ ପାଇଁ ନିଜ ପସନ୍ଦର ଜୀବନସାଥୀ ମିଳିପାରେ । ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ବିଶିଷ୍ଟ ବ୍ୟକ୍ତିମାନଙ୍କ ପରାମର୍ଶକ୍ରମେ ଆଜିର କାମ ଗୁଡିକୁ ସବୁ ଠିକଠାକ୍ ହୋଇଯିବ ।

ଚିତ୍ରା- ଜମିଜମା ଜନିତ କ୍ରୟ,ବିକ୍ରୟରୁ ଲାଭ କମାଇ ପାରିବେ । ମହିଳାମାନେ ଭ୍ରମଣର ସୁଯୋଗ ପାଇବେ । କୌଣସି ଧର୍ମାନୁଷ୍ଠାନରେ ମୁଖିଆ ଭାବରେ ଦାୟିତ୍ୱ ତୁଲାଇ ପାରନ୍ତି । ଆତ୍ମ ବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ ।

ପ୍ରତିକାର - ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :