• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th Nov 2023: ସୁଖମୟ ହେବ ସାଂସାରିକ ଜୀବନ, ଶରଣାଗତ ହେବେ ଶତ୍ରୁ

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ। ଇଂରାଜୀରେ ୨୯ ତାରିଖ ବୁଧବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୨ୟା ଦିବା ୦୧.୫୭ ଗତେ ୩ୟା । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୧.୫୭ ପର୍ଯ୍ୟନ୍ତ ।

Libra

ତୁଳା

Wednesday 29 Nov 2023

 ଚିତ୍ରା- ସ୍ୱାସ୍ଥ୍ୟ ଜନିତ ଅବସ୍ଥା ନିୟାନ୍ତ୍ରଣାଧିନ ରହିବ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ ।

ସ୍ୱାତୀ- ସନ୍ତାନଙ୍କ ଭାଗ୍ୟରେ ଏବଂ ଆର୍ଥିକ ସ୍ଥିତି ଉନ୍ନତି ଦେଖାଦେବ । ସାମାଜିକ କାର‌୍ୟ୍ୟରେ ସଫଳତା ପାଇବେ । ସହଯୋଗୀ ମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଭଲ କରିବେ । ଶିକ୍ଷାର୍ଥୀ ମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ ।

ବିଶାଖା-ନିଜ ପାଇଁ କିଛି ବାସୋପଯୋଗି ଭୂମି ବା ଘର କ୍ରୟ କରିପାରନ୍ତି । ଛାତ୍ରଛାତ୍ରୀ ମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ମହିଳା ମାନଙ୍କର ପାରିବାରିକ ଜୀବନ ଆନନ୍ଦରେ କଟିବ ।

ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :