• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th Nov 2023: ସୁଖମୟ ହେବ ସାଂସାରିକ ଜୀବନ, ଶରଣାଗତ ହେବେ ଶତ୍ରୁ

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ। ଇଂରାଜୀରେ ୨୯ ତାରିଖ ବୁଧବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୨ୟା ଦିବା ୦୧.୫୭ ଗତେ ୩ୟା । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୧.୫୭ ପର୍ଯ୍ୟନ୍ତ ।

Scorpio

ବିଛା

Wednesday 29 Nov 2023

ବିଶାଖା- ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ । ସୁସ୍ଥ ମାନସିକତା ରକ୍ଷା କରିବେ । ଭାଇଙ୍କ ଠାରୁ ସାହାଯ୍ୟ ସହଯୋଗ ଲାଭ କରିପାରନ୍ତି । ଚିନ୍ତା ମୁକ୍ତ ରହିବେ ।

ଅନୁରାଧା- ବହୁତ ଅଯଥା ଭ୍ରମଣ କରିବାକୁ ପଡିପାରେ । ବ୍ୟବସାୟରେ ସଫଳତା ଅର୍ଜନ କରି ଆଶାତୀତ ଲାଭ ଉଠେଇବେ । କଠିନ ପରିଶ୍ରମ କରି ପଢାରେ ଆଗକୁ ବଢି ପାରିବେ । ସମାଜ ସେବାରେ ସ୍ୱନାମ ପାଇବେ ।

ଜ୍ୟେଷ୍ଠା- କଚେରି ମାମଲାରେ କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ମହିଳା ମାନେ କାର‌୍ୟ୍ୟବ୍ୟସ୍ତ ରହିବେ । ବିଭିନ୍ନ ଅନୁଷ୍ଠାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ ।

ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :