• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th Nov 2023: ସୁଖମୟ ହେବ ସାଂସାରିକ ଜୀବନ, ଶରଣାଗତ ହେବେ ଶତ୍ରୁ

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ। ଇଂରାଜୀରେ ୨୯ ତାରିଖ ବୁଧବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୨ୟା ଦିବା ୦୧.୫୭ ଗତେ ୩ୟା । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୧.୫୭ ପର୍ଯ୍ୟନ୍ତ ।

Sagittarius

ଧନୁ

Wednesday 29 Nov 2023

ମୂଳା- ଶାରୀରିକ କ୍ଲାନ୍ତି ଦୂର ହେବ ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ ।

ପୂ,ଷାଢା- କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ ଲାଭବାନ୍ ହେବେ । ରାଜନୀତିରେ ପଛକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ । ସଘର୍ଷ କରି ବିଜୟ ଲାଭ ପାଇବେ ।

ଉ,ଷାଢା- ପରିବାରର ମାମଲା ଘରେହିଁ ସମାଧାନ ହୋଇଯିବ । ମହିଳା ମାନେ ଆନନ୍ଦମୟ ମୁହୂର୍ତ କାଟିବେ । ରାଜନୈତିକ କ୍ଷେତ୍ରରେ ଅସ୍ଥିରତା ଦେଖାଦେବ । ନୂତନ ଆୟପନ୍ଥା ପାଇଁ ଚିନ୍ତିତ ରହିବେ ।

ପ୍ରତିକାର – ଶ୍ରୀ ରାମ ରକ୍ଷକ ସ୍ତୋତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :