• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th Nov 2023: ସୁଖମୟ ହେବ ସାଂସାରିକ ଜୀବନ, ଶରଣାଗତ ହେବେ ଶତ୍ରୁ

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ। ଇଂରାଜୀରେ ୨୯ ତାରିଖ ବୁଧବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୨ୟା ଦିବା ୦୧.୫୭ ଗତେ ୩ୟା । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୧.୫୭ ପର୍ଯ୍ୟନ୍ତ ।

Capricorn

ମକର

Wednesday 29 Nov 2023

ଉ,ଷାଢା- ସାମାନ୍ୟ ଶାରୀରିକ ସମସ୍ୟା ଦେଖାଦେବା ସହ ଦୁର୍ବଳତା ଅନୁଭବ କରିବେ । ଦାମ୍ପତ୍ୟ ସୁଖରେ ଆସାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦର ସମାଧାନ ହେବ ।

ଶ୍ରବଣା- ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭ ପାଇବେ । ଚାକିରିରେ ତୀକ୍ଷ୍ମ ବୃଦ୍ଧିମତାର ପରିଚୟ ଦେବେ ।

ଧନିଷ୍ଠା- ଜମି ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ଧନପ୍ରାପ୍ତି ଆଦି ଶୁଭଫଳ ମଧ୍ୟ ପାଇବେ । ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେବା ସକାଶେ ଆହୂତ ହୋଇପାରନ୍ତି ।

ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :