• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th September 2023 : ଏହି ରାଶିର ବ୍ୟକ୍ତି ଭୁଲରେ ବି ମଧ୍ୟସ୍ତି ସାଜନ୍ତୁ ନାହିଁ..ନହେଲେ.

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ଗୁରୁବାର । ଚନ୍ଦ୍ର - ବୃଷ ରାତ୍ରି ୧୧.୧୩ ଗତେ ମିଥୁନ । ତିଥି – ୮ମୀ ଦିବା ୦୪.୧୪ ଗତେ ୯ମୀ । ଘାତ ଚନ୍ଦ୍ର- ବିଛା ରାଶିର , ରାତ୍ରି ୧୧.୧୩ ଗତେ କନ୍ୟା । ଘାତ ବାର – ତୁଳା ଓ କୁମ୍ଭ । ପୁଷ୍କର ଦୋଷ – ନାସ୍ତି ।

Aries

ମେଷ

Thursday 07 Sep 2023

ପୂ, ଭାଦ୍ରପଦ- କର୍ମକ୍ଷେତ୍ରରେ ଅବହେଳା କରି ବିଫଳ ପାଇବେ । ନୂଆ ସଂପର୍କ ଯୋଡିବା ପାଇଁ ଚେଷ୍ଟା କରିବେ । ସାମାଜିକ ପ୍ରତିଷ୍ଠା ବଢିପାରେ । ବନ୍ଧୁ ବାନ୍ଧବଙ୍କ ସ୍ୱାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ ।

ଉ, ଭାଦ୍ରପଦ- ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ପାରିବାରିକ ସ୍ଥିତି ସୁଧୁରି ଯାଇ ସୁଖ ସମୃଦ୍ଧି ବୃଦ୍ଧି ହେବ । ବ୍ୟବସାୟରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ ।

ରେବତୀ- ରାଜନୈତିକ କ୍ଷେତ୍ରରେ ଉଚ୍ଚ ପ୍ରଂଶସିତ ହେବେ । ଜାଗା, ଜମି, ବାହନ ଆଦି କ୍ରୟ କରି ପାରିବେ । ଦୂର ଯାତ୍ରାର ସୁଯୋଗ ପାଇ ପାରନ୍ତି ।

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩

ପ୍ରତିକାର - ଶ୍ରୀ ବିଷ୍ଣୁଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ