• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th September 2023 : ଏହି ରାଶିର ବ୍ୟକ୍ତି ଭୁଲରେ ବି ମଧ୍ୟସ୍ତି ସାଜନ୍ତୁ ନାହିଁ..ନହେଲେ.

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ଗୁରୁବାର । ଚନ୍ଦ୍ର - ବୃଷ ରାତ୍ରି ୧୧.୧୩ ଗତେ ମିଥୁନ । ତିଥି – ୮ମୀ ଦିବା ୦୪.୧୪ ଗତେ ୯ମୀ । ଘାତ ଚନ୍ଦ୍ର- ବିଛା ରାଶିର , ରାତ୍ରି ୧୧.୧୩ ଗତେ କନ୍ୟା । ଘାତ ବାର – ତୁଳା ଓ କୁମ୍ଭ । ପୁଷ୍କର ଦୋଷ – ନାସ୍ତି ।

Taurus

ବୃଷ

Thursday 07 Sep 2023

କୃତିକା- କାର୍ଯ୍ୟବ୍ୟସ୍ତତା ମଧ୍ୟରେ ରହି ଖାଇବା ପିଇବାରେ ଅବହେଳା କରି ନିଜର ସ୍ୱାସ୍ଥ୍ୟ ପାଇଁ ନିଜେ ହିଁ ବାଧକ ସାଜିବେ। ବ୍ୟବସାୟ ଓ ପରିବହନ କିନ୍ତୁ ଭଲରେ ଚାଲିବ । କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ ।

ରୋହିଣୀ- ଆର୍ଥିକ ଅନଟନ ଆଜିର ମୁଖ୍ୟ ସମସ୍ୟା ହେବା କାରଣରୁ ବିଶେଷ ଚିନ୍ତିତ ହୋଇପାରନ୍ତି । ଶିକ୍ଷାର୍ଥୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ । ସଭସମିତିର କଥା ଆପଣଙ୍କ ସପକ୍ଷରେ ଯିବ ।

ମୃଗଶିରା- ଘରଲୋକଙ୍କୁ ଅବିଶ୍ୱାସ କରିବା ସଙ୍ଗକୁ ପରକଥାକୁ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି। କଚେରି ମାମଲା, ଘରୋଇ ଟେନସନ ଦୂର ହେବ । ଆଲୋଚନା ଅନୁଯାୟୀ କାମ ସବୁ ଠିକରେ ହୋଇଯିବ ।

ପ୍ରତିକାର – ମା କମଳାଙ୍କର ଫଟୋକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :