• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th September 2023 : ଏହି ରାଶିର ବ୍ୟକ୍ତି ଭୁଲରେ ବି ମଧ୍ୟସ୍ତି ସାଜନ୍ତୁ ନାହିଁ..ନହେଲେ.

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ଗୁରୁବାର । ଚନ୍ଦ୍ର - ବୃଷ ରାତ୍ରି ୧୧.୧୩ ଗତେ ମିଥୁନ । ତିଥି – ୮ମୀ ଦିବା ୦୪.୧୪ ଗତେ ୯ମୀ । ଘାତ ଚନ୍ଦ୍ର- ବିଛା ରାଶିର , ରାତ୍ରି ୧୧.୧୩ ଗତେ କନ୍ୟା । ଘାତ ବାର – ତୁଳା ଓ କୁମ୍ଭ । ପୁଷ୍କର ଦୋଷ – ନାସ୍ତି ।

Aquarius

କୁମ୍ଭ

Thursday 07 Sep 2023

ଧନିଷ୍ଠା- କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି । ବ୍ୟବସାୟରେ ଅନୁକୂଳ ବାତାବରଣ ଆସିବା ସହିତ ଧନ ବୃଦ୍ଧି ହୋଇପାରେ । ଯେଉଁ କାମ କରିବେ ସେଥିରେ ସଫଳତା ହାସଲ କରିବେ ।

ଶତଭିଷା- ରାଜନୀତିରେ ସହାନୁଭୁତି ମିଳିବ । ଛାତ୍ରଛାତ୍ରୀ କ୍ୟାରିୟରରେ ନୂଆ ରୂପରେ ସୁଶୋଭିତ ହେବେ । ଘରେ କୌଣସି ଧାର୍ମିକ କାର‌୍ୟ୍ୟର ରୂପରେଖ ତିଆରି କରି ପାରନ୍ତି ।

ପୂ, ଭାଦ୍ରପଦ- କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷା ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ପ୍ରିୟଜନ ମାନେ ଆଗକୁ ବଢିବାରେ ସାହାର୍ଯ୍ୟ କରିବେ । ଖାଦ୍ୟ ପେୟ ପ୍ରତି ସଜାଗ ରୁହନ୍ତୁ ।

ପ୍ରତିକାର- ଅସାହ୍ୟ ଲୋକଙ୍କୁ ସାହାଯ୍ୟ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :