• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th September 2023 : ଏହି ରାଶିର ବ୍ୟକ୍ତି ଭୁଲରେ ବି ମଧ୍ୟସ୍ତି ସାଜନ୍ତୁ ନାହିଁ..ନହେଲେ.

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ଗୁରୁବାର । ଚନ୍ଦ୍ର - ବୃଷ ରାତ୍ରି ୧୧.୧୩ ଗତେ ମିଥୁନ । ତିଥି – ୮ମୀ ଦିବା ୦୪.୧୪ ଗତେ ୯ମୀ । ଘାତ ଚନ୍ଦ୍ର- ବିଛା ରାଶିର , ରାତ୍ରି ୧୧.୧୩ ଗତେ କନ୍ୟା । ଘାତ ବାର – ତୁଳା ଓ କୁମ୍ଭ । ପୁଷ୍କର ଦୋଷ – ନାସ୍ତି ।

Gemini

ମିଥୁନ

Thursday 07 Sep 2023

ମୃଗଶିରା- ଗୃହରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ । ବନ୍ଧୁ ମାନଙ୍କ ଗହଳ ଚହଳ ମଧ୍ୟରେ ବ୍ୟସ୍ତତା ଅନୁଭବ କରିପାରନ୍ତି। ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ ।

ଆଦ୍ରା- ବିଭିନ୍ନ ଯୋଜନା କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହେବ। ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟାର ସମାଧାନ ହୋଇଯିବ। ଆର୍ଥିକ ସହୟତା ପାଇ ଅଫିସରେ କାମ କରିନେବେ । ଆଧାତ୍ମିକ ଦିଗ ପ୍ରତି ଆଗ୍ରହ ବଢିବ ।

ପୁନର୍ବସୁ- ଶିକ୍ଷାର୍ଥୀ ମାନେ ସଫଳତା ଦିଗକୁ ଗତି କରିବେ । କୋର୍ଟ କଚେରୀ ମାମଲାରେ ଚିନ୍ତା ରେ ରହିବେ । ସାମ୍ବାଦିକତା କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ ।

ପ୍ରତିକାର – ଦର୍ତାତ୍ରେୟଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :