• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th September 2023 : ଏହି ରାଶିର ବ୍ୟକ୍ତି ଭୁଲରେ ବି ମଧ୍ୟସ୍ତି ସାଜନ୍ତୁ ନାହିଁ..ନହେଲେ.

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ଗୁରୁବାର । ଚନ୍ଦ୍ର - ବୃଷ ରାତ୍ରି ୧୧.୧୩ ଗତେ ମିଥୁନ । ତିଥି – ୮ମୀ ଦିବା ୦୪.୧୪ ଗତେ ୯ମୀ । ଘାତ ଚନ୍ଦ୍ର- ବିଛା ରାଶିର , ରାତ୍ରି ୧୧.୧୩ ଗତେ କନ୍ୟା । ଘାତ ବାର – ତୁଳା ଓ କୁମ୍ଭ । ପୁଷ୍କର ଦୋଷ – ନାସ୍ତି ।

Libra

ତୁଳା

Thursday 07 Sep 2023

ଚିତ୍ରା- କର୍ମ କ୍ଷେତ୍ରରେ ଉନ୍ନତିକର କାର୍ଯ୍ୟ କରିବେ । ସ୍ୱାସ୍ଥ୍ୟରେ ଅବନ୍ନତି ଘଟିପାରେ । ଦାମ୍ପତ୍ୟ ସମ୍ବନ୍ଧରେ ମିଷ୍ଟତା ଭରି ରହିବ । ଅନ୍ୟକାମରେ ନିଜର ମତ ଦେବାରୁ ନିବୃତ ରୁହନ୍ତୁ ।

ସ୍ୱାତୀ- ଛାତ୍ରଛାତ୍ରୀ ମାନେ ପଢାରେ ମନଯୋଗ ରଖିବା ପାଇଁ ଚେଷ୍ଟା କରିବେ । ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ଘରକୁ ବନ୍ଧୁ ଆସିବା ହେତୁ ଖୁସିର ମାହୋଲ ରହିବ ।

ବିଶାଖା- ରାଜନୈତିକ କ୍ଷେତ୍ରରେ ସହକର୍ମୀ ମାନଙ୍କ ସହ ଶତ୍ରୁତା ଦୂରେଇ ଯିବା ଫଳରେ ଶତୃମାନେ ଦୁର୍ବଳ ହେବେ । ଗଠନ ମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିବ । ସାବଧାନ ରୁହନ୍ତୁ ଠକାମିରେ ପଡିପାରନ୍ତି ।

ପ୍ରତିକାର – ଦେବୀ ମନ୍ଦିରରେ ଫୁଲ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :