• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th September 2023 : ଏହି ରାଶିର ବ୍ୟକ୍ତି ଭୁଲରେ ବି ମଧ୍ୟସ୍ତି ସାଜନ୍ତୁ ନାହିଁ..ନହେଲେ.

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ଗୁରୁବାର । ଚନ୍ଦ୍ର - ବୃଷ ରାତ୍ରି ୧୧.୧୩ ଗତେ ମିଥୁନ । ତିଥି – ୮ମୀ ଦିବା ୦୪.୧୪ ଗତେ ୯ମୀ । ଘାତ ଚନ୍ଦ୍ର- ବିଛା ରାଶିର , ରାତ୍ରି ୧୧.୧୩ ଗତେ କନ୍ୟା । ଘାତ ବାର – ତୁଳା ଓ କୁମ୍ଭ । ପୁଷ୍କର ଦୋଷ – ନାସ୍ତି ।

Scorpio

ବିଛା

Thursday 07 Sep 2023

ବିଶାଖା- ପାରିବାରିକ ଜୀବନ ଆନନ୍ଦମୟ ରହିବ । ବ୍ୟବସାୟ-ବାଣିଜ୍ୟରେ ପ୍ରଗତି କରିବେ । ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ ବହୁ କଷ୍ଟରେ କାର୍ଯ୍ୟସିଦ୍ଧି ଘଟିବ । ସ୍ୱାସ୍ଥ୍ୟରେ ଅବନ୍ନତି ଦେଖା ଦେଇପାରେ ।

ଅନୁରାଧା- ରାଜନୈତିକ ପୃଷ୍ଠପୋଷକତା ଲାଭ କରିବେ । ପିଲାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତି ନେଇପାରନ୍ତି । ସରକାରୀ ସାହାଯ୍ୟରୁ ଅର୍ଥ ଲାଭ ହୋଇପାରେ । 

ଜ୍ୟୋଷ୍ଠା- ସଭାସମିତିରେ ସୀମା ଭିତରେ ରହିବା ଭଲ । ମହିଳାମାନେ ଦର୍ଶନାଭିଳାଷୀ ହେବେ । ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି ।

ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :