• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th September 2023 : ଏହି ରାଶିର ବ୍ୟକ୍ତି ଭୁଲରେ ବି ମଧ୍ୟସ୍ତି ସାଜନ୍ତୁ ନାହିଁ..ନହେଲେ.

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ଗୁରୁବାର । ଚନ୍ଦ୍ର - ବୃଷ ରାତ୍ରି ୧୧.୧୩ ଗତେ ମିଥୁନ । ତିଥି – ୮ମୀ ଦିବା ୦୪.୧୪ ଗତେ ୯ମୀ । ଘାତ ଚନ୍ଦ୍ର- ବିଛା ରାଶିର , ରାତ୍ରି ୧୧.୧୩ ଗତେ କନ୍ୟା । ଘାତ ବାର – ତୁଳା ଓ କୁମ୍ଭ । ପୁଷ୍କର ଦୋଷ – ନାସ୍ତି ।

Sagittarius

ଧନୁ

Thursday 07 Sep 2023

 ମୂଳା- ଘର ଲୋକଙ୍କ ସାହାର‌୍ୟ୍ୟରେ ଅଧୁରା କାମ ପୂରା କରିବେ । ଦାମ୍ପତ୍ୟ ଜୀବନ ପ୍ରୀତିକର ହେବ । ଆର୍ଥିକ ମାମଲାରେ ଆପଣଙ୍କୁ ଲାଭ ହେବ । 

ପୂ, ଷାଢା- ରାଜନିତି କ୍ଷେତ୍ରରେ ବିଜୟ ଲାଭ କରିବେ । ଶିକ୍ଷାୟିତ୍ରୀମାନେ ଅଧ୍ୟୟନରତ ରହିବେ । ସାମାଜିକ ଗଣ ମାଧ୍ୟମରୁ ସହଯୋଗ ପାଇବେ । ଅଫିସରେ ନୂଆ କର୍ମଚାରୀଙ୍କ ସାକ୍ଷାତରେ କିଛି ନୂଆ ମଉକା ପାଇପାରିବେ ।

ଉ, ଷାଢା- କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି । ମାଲି ମକଦ୍ଦମା ଆପଷ ବୁଝାବଣା ମଧ୍ୟରେ ସମାଧାନ କରିବେ । ସାସ୍କୃତିକ କାର୍ଯ୍ୟରେ ସମ୍ମାନିତ ହେବାର ଯୋଗ ରହିଛି ।

ପ୍ରତିକାର – ଶ୍ରୀ ରାମଙ୍କୁ ଆରଧନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :