• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th April 2023 : ଏହି ରାଶିର ବ୍ୟକ୍ତି ଆଜି ନୂଆ ବାହାନ କିଣି ପାରନ୍ତି . .

ସୌର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଗୁରୁବାର । ଚନ୍ଦ୍ର – ମେଷ ଅହୋରାତ୍ର । ତିଥି – ଅମାବାସ୍ୟା ଦିବା ୦୯.୪୨ ଗତେ ପ୍ରତିପଦ । ଘାତ ଚନ୍ଦ୍ର – ମେଷ ଅହୋରାତ୍ର । ଘାତ ବାର – ତୁଳା ଓ କୁମ୍ଭ । ପୁଷ୍କର ଦୋଷ – ନାସ୍ତି ।

Taurus

ବୃଷ

Thursday 20 Apr 2023

କୃତିକା- ସ୍ୱାସ୍ଥ୍ୟ ସ୍ଥିତିରେ ସମ୍ପୂର୍ଣ୍ଣ ଉନ୍ନତି ଦେଖାଦେବ । ଶୁଣା କଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ସହକର୍ମୀଙ୍କ କାର୍ଯ୍ୟରେ ସହଯୋଗ ପ୍ରଦାନ କରି ପ୍ରଶଂସିତ ହେବେ ।

ରୋହିଣୀ- ପାରିବାରିକ ଜୀବନରେ ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ସମ୍ଭାବନା ରହିଛି । ବ୍ୟବସାୟ ଓ ପରିବହନ କ୍ଷେତ୍ରରୁ ଲାଭବାନ୍ ହେବେ । ଜୋର୍ କରି ଅନ୍ୟମାନଙ୍କଠାରୁ ଅର୍ଥ, କାମ, ଆଦାୟ କରିବାରେ ସଫଳ ହେବେ ।

ମୃଗଶିରା- ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ । ନିଜ ଗୃହ ସମସ୍ୟାକୁ ସଜାଡ଼ିବାକୁ ଯାଇ ବହୁତ ହଇରାଣ ହେବାକୁ ପଡ଼ିପାରେ । ରାଜନୀତିରେ ଚାପରେ ଗତିକରିବେ ।

 ପ୍ରତିକାର – ମହାଲକ୍ଷ୍ମୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :