• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th April 2023 : ଏହି ରାଶିର ବ୍ୟକ୍ତି ଆଜି ନୂଆ ବାହାନ କିଣି ପାରନ୍ତି . .

ସୌର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଗୁରୁବାର । ଚନ୍ଦ୍ର – ମେଷ ଅହୋରାତ୍ର । ତିଥି – ଅମାବାସ୍ୟା ଦିବା ୦୯.୪୨ ଗତେ ପ୍ରତିପଦ । ଘାତ ଚନ୍ଦ୍ର – ମେଷ ଅହୋରାତ୍ର । ଘାତ ବାର – ତୁଳା ଓ କୁମ୍ଭ । ପୁଷ୍କର ଦୋଷ – ନାସ୍ତି ।

Aquarius

କୁମ୍ଭ

Thursday 20 Apr 2023

ଧନିଷ୍ଠା- ଗୁରୁଜନମାନଙ୍କ ସ୍ୱାସ୍ଥ୍ୟ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କରିପାରେ । ପ୍ରେମିକ ପ୍ରେମିକାମାନେ ମନ ଭିତରେ ଥିବା ସନ୍ଦେହକୁ ଦୂରେଇ ଦେଇ ନିକଟତର ହେବେ । ଅନାବଶ୍ୟକ ଖର୍ଚ୍ଚ ଆପଣଙ୍କ ଆର୍ଥିକ ସ୍ଥିତିକୁ ନଷ୍ଟ କରିପାରେ ।

ଶତଭିଷା- ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ । ଆପଣଙ୍କର ଜ୍ଞାନକୁ ବିସ୍ତାର କରିବାକୁ ଚାହିଁବେ ।

ପୂ, ଭାଦ୍ରପଦ- ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ । ମହିଳା ମାନେ ଆଭୁଷଣ ପ୍ରିୟ ହେବେ । ଚୟନ ଭୂମିକୁ କ୍ରୟ କରିବେ ।

ପ୍ତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :