• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th April 2023 : ଏହି ରାଶିର ବ୍ୟକ୍ତି ଆଜି ନୂଆ ବାହାନ କିଣି ପାରନ୍ତି . .

ସୌର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଗୁରୁବାର । ଚନ୍ଦ୍ର – ମେଷ ଅହୋରାତ୍ର । ତିଥି – ଅମାବାସ୍ୟା ଦିବା ୦୯.୪୨ ଗତେ ପ୍ରତିପଦ । ଘାତ ଚନ୍ଦ୍ର – ମେଷ ଅହୋରାତ୍ର । ଘାତ ବାର – ତୁଳା ଓ କୁମ୍ଭ । ପୁଷ୍କର ଦୋଷ – ନାସ୍ତି ।

Pisces

ମୀନ

Thursday 20 Apr 2023

ପୂ , ଭାଦ୍ରପଦ - ଆପଣଙ୍କ ସମ୍ମାନରେ ଆଞ୍ଚ ଆସିପାରେ । ଆୟ ବଢ଼ିବାରେ ବାଧା ଉପୁଜିବ । ଭାଇ ଭାଇ ମଧ୍ୟରେ ମନୋମାଳିନ୍ୟ ହୋଇପାରେ । ବାଣିଜ୍ୟ, ବ୍ୟବସାୟ, ନିର୍ମାଣ, କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ।

ଉ , ଭଦ୍ରପଦ - ସଭାସମିତିରେ କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହୋଇଯିବ । କର୍ମ କ୍ଷେତ୍ରରେ ନିଜର ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପିଲାମାନେ ପାଠପଢା ପ୍ରତି ବିମୁଖ ହେବେ ।

ରେବତୀ – ଋଣଗ୍ରସ୍ତ ହୋଇ ନୂତନ ଗୃହ ନିର୍ମାଣ କରି ପାରନ୍ତି । ମହିଳାମାନେ କୈାଣସି କାରଣରୁ ଦୁଃଖ ପ୍ରକାଶ କରିବେ । କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ ।

ପ୍ରତିକାର- ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :