• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th April 2023 : ଏହି ରାଶିର ବ୍ୟକ୍ତି ଆଜି ନୂଆ ବାହାନ କିଣି ପାରନ୍ତି . .

ସୌର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଗୁରୁବାର । ଚନ୍ଦ୍ର – ମେଷ ଅହୋରାତ୍ର । ତିଥି – ଅମାବାସ୍ୟା ଦିବା ୦୯.୪୨ ଗତେ ପ୍ରତିପଦ । ଘାତ ଚନ୍ଦ୍ର – ମେଷ ଅହୋରାତ୍ର । ଘାତ ବାର – ତୁଳା ଓ କୁମ୍ଭ । ପୁଷ୍କର ଦୋଷ – ନାସ୍ତି ।

Gemini

ମିଥୁନ

Thursday 20 Apr 2023

ମୃଗଶିରା - ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ । ପାରିବାରିକ ଜୀବନରେ ମଧ୍ୟ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ । ଶିଳ୍ପ, ବାଣିଜ୍ୟ ଓ ପରିବହନରୁ ଲାଭବାନ୍ ହେବେ ।

ଆଦ୍ରା- ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ । ଆକସ୍ମିକ ଭାବରେ ଜଣେ ବ୍ୟକ୍ତିଠାରୁ ଯଥେଷ୍ଟ ସହାୟତା ପାଇବେ । ସାମ୍ବାଦିକତା ତଥା ସଭାସମିତିରେ ପ୍ରଶଂସିତ ହେବେ । ଆର୍ଥିକ ଅନଟନ ଦୂର ହେବ ।

ପୁନର୍ବସୁ- ରାଜନୀତିରେ ଦୃଢ଼ ସାହାଯ୍ୟ ଓ ସମର୍ଥନ ଯୋଗୁ ଆଗେଇଯିବେ । ଆପଣ ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ ପାଇଯିବେ । କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିପାରିବେ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :