• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th April 2023 : ଏହି ରାଶିର ବ୍ୟକ୍ତି ଆଜି ନୂଆ ବାହାନ କିଣି ପାରନ୍ତି . .

ସୌର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଗୁରୁବାର । ଚନ୍ଦ୍ର – ମେଷ ଅହୋରାତ୍ର । ତିଥି – ଅମାବାସ୍ୟା ଦିବା ୦୯.୪୨ ଗତେ ପ୍ରତିପଦ । ଘାତ ଚନ୍ଦ୍ର – ମେଷ ଅହୋରାତ୍ର । ଘାତ ବାର – ତୁଳା ଓ କୁମ୍ଭ । ପୁଷ୍କର ଦୋଷ – ନାସ୍ତି ।

Cancer

କର୍କଟ

Thursday 20 Apr 2023

ପୁନର୍ବସୁ - ପାରିବାରିକ ସମସ୍ୟାକୁ ସମାଧାନ କରିବା ସକାଶେ ଚେଷ୍ଟିତ ହେବେ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ । ବ୍ୟବସାୟରେ ଆୟ ବ୍ୟୟ ସମାନ ରହିବ  ।

ପୁଷ୍ୟା – ଚାକିରୀରେ ସାମାନ୍ୟ ଅବହେଳା କରିବେ । ପିଲାମାନେ ପରିଶ୍ରମ କରି ମଧ୍ୟ ବିଫଳ ହେବେ । ବକେୟା ଅର୍ଥ ଆଦାୟ କରିବାରେ ବିଭିନ୍ନ ପ୍ରକାର କୌଶଳ ଅବଲମ୍ବନ କରିବାକୁ ପଡ଼ିପାରେ ।

ଅଶ୍ଳେଷା - ବିବାଦୀୟ ଘଟଣାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ । ରାଜନୀତିରେ ପଦବୀ ପ୍ରାପ୍ତ ହୋଇପାରେ । ମହିଳା ମାନେ ବନ୍ଧୁଙ୍କ ସହିତ ସମୟ କଟିବେ ।

ପ୍ରତିକାର – ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :