• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th April 2023 : ଏହି ରାଶିର ବ୍ୟକ୍ତି ଆଜି ନୂଆ ବାହାନ କିଣି ପାରନ୍ତି . .

ସୌର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଗୁରୁବାର । ଚନ୍ଦ୍ର – ମେଷ ଅହୋରାତ୍ର । ତିଥି – ଅମାବାସ୍ୟା ଦିବା ୦୯.୪୨ ଗତେ ପ୍ରତିପଦ । ଘାତ ଚନ୍ଦ୍ର – ମେଷ ଅହୋରାତ୍ର । ଘାତ ବାର – ତୁଳା ଓ କୁମ୍ଭ । ପୁଷ୍କର ଦୋଷ – ନାସ୍ତି ।

Leo

ସିଂହ

Thursday 20 Apr 2023

ମଘା- ପରିବାର କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ । କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ । ଦୋକାନ, ନିର୍ମାଣ, ଯାତ୍ରା, ବିବାଦ, ସଭାସମିତି ପ୍ରଭୃତିରୁ ଆଶ୍ୱସ୍ତି ଲାଭ କରିବେ।

ପୂ- ଫାଲ୍‌ଗୁନୀ- ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ । ମହିଳାମାନେ କର୍ମ ବ୍ୟସ୍ତରେ ରହି ଅଶାନ୍ତି ଭୋଗ କରିବେ । ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ ।

ଉ- ଫାଲ୍‌ଗୁନୀ- ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ । ଶିକ୍ଷାରେ ଏକାଗ୍ରତା ବୃଦ୍ଧି କରିବାକୁ ଚେଷ୍ଟା କରିବେ । ଜମିବାଡି ସମ୍ବନ୍ଧୀୟ ସମସ୍ୟାରୁ ମୁକ୍ତି ପାଇବେ ।

ପ୍ରତିକାର – ମାନଙ୍କଠାରୁ ଆଶୀର୍ବାଦ ନେଇ କର୍ମ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :