• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th April 2023 : ଏହି ରାଶିର ବ୍ୟକ୍ତି ଆଜି ନୂଆ ବାହାନ କିଣି ପାରନ୍ତି . .

ସୌର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଗୁରୁବାର । ଚନ୍ଦ୍ର – ମେଷ ଅହୋରାତ୍ର । ତିଥି – ଅମାବାସ୍ୟା ଦିବା ୦୯.୪୨ ଗତେ ପ୍ରତିପଦ । ଘାତ ଚନ୍ଦ୍ର – ମେଷ ଅହୋରାତ୍ର । ଘାତ ବାର – ତୁଳା ଓ କୁମ୍ଭ । ପୁଷ୍କର ଦୋଷ – ନାସ୍ତି ।

Virgo

କନ୍ୟା

Thursday 20 Apr 2023

ଉ- ଫାଲ୍‌ଗୁନୀ- ଅଫିସ୍‌ରେ ଟେନସନ କମିଯିବ ଏବଂ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ । ଅଭାବ ଦୂରୀକରଣ କ୍ଷେତ୍ରରେ ବନ୍ଧୁମାନଙ୍କ ସହଯୋଗରେ ଆର୍ଥିକ ସ୍ଥିତିରେ ସୁଧାର ଆସିପାରେ ।

ହସ୍ତା- କଳା, ସାହିତ୍ୟ, ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ମିଳିବ । ପିଲାମାନଙ୍କ ଶୃଙ୍ଖଳା ଓ ଶିକ୍ଷା ବିଷୟ ନେଇ ଚିନ୍ତା ପ୍ରକଟ କରିବେ । ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ । ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । 

ଚିତ୍ରା- ଆର୍ଥିକ କ୍ଷେତ୍ରରେ ଆୟ, ବ୍ୟୟ ସମନତା ରକ୍ଷା କରିବେ । କରଜ ପରିଶୋଧ କରିବାରେ ସକ୍ଷମ ହେବେ । ବିଦ୍ୟାର୍ଥୀମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ । ଗୃହସୀମାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି ।

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :