• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th April 2023 : ଏହି ରାଶିର ବ୍ୟକ୍ତି ଆଜି ନୂଆ ବାହାନ କିଣି ପାରନ୍ତି . .

ସୌର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଗୁରୁବାର । ଚନ୍ଦ୍ର – ମେଷ ଅହୋରାତ୍ର । ତିଥି – ଅମାବାସ୍ୟା ଦିବା ୦୯.୪୨ ଗତେ ପ୍ରତିପଦ । ଘାତ ଚନ୍ଦ୍ର – ମେଷ ଅହୋରାତ୍ର । ଘାତ ବାର – ତୁଳା ଓ କୁମ୍ଭ । ପୁଷ୍କର ଦୋଷ – ନାସ୍ତି ।

Libra

ତୁଳା

Thursday 20 Apr 2023

ଚିତ୍ରା – ସ୍ୱାସ୍ଥ୍ୟ ଭଲ ରହିବ । ଯେଉଁ କାମ କରିବେ ସେଥିରେ ସଫଳତା ହାସଲ କରିବେ । ଦାମ୍ପତ୍ୟ ଜୀବନ ପ୍ରେମପୂର୍ବକ ବିତିବ ।

ସ୍ୱାତୀ – ବ୍ୟବସାୟରେ ଅନୁକୂଳ ବାତାବରଣ ଆସିବା ସହିତ ଧନ ବୃଦ୍ଧି ହୋଇପାରେ । କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି । ମହିଳା ମାନେ ତିରସ୍କୃତ ହୋଇପାରନ୍ତି ।

ବିଶାଖା – ଭଲ ସମ୍ପର୍କ ନ ଥିବା ଲୋକମାନେ ଅପପ୍ରଚାର କରିପାରନ୍ତି । ରାଜନୀତିରେ ସହାନୁଭୁତି ମିଳିବ । ମହିଳା ମାନେ ଦାମ୍ପତ୍ୟସୁଖ ଉପଭୋଗ କରିବେ । 

ପ୍ରତିକାର – ଶ୍ରୀ କମଳାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :