• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th April 2023 : ଏହି ରାଶିର ବ୍ୟକ୍ତି ଆଜି ନୂଆ ବାହାନ କିଣି ପାରନ୍ତି . .

ସୌର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଗୁରୁବାର । ଚନ୍ଦ୍ର – ମେଷ ଅହୋରାତ୍ର । ତିଥି – ଅମାବାସ୍ୟା ଦିବା ୦୯.୪୨ ଗତେ ପ୍ରତିପଦ । ଘାତ ଚନ୍ଦ୍ର – ମେଷ ଅହୋରାତ୍ର । ଘାତ ବାର – ତୁଳା ଓ କୁମ୍ଭ । ପୁଷ୍କର ଦୋଷ – ନାସ୍ତି ।

Sagittarius

ଧନୁ

Thursday 20 Apr 2023

ମୂଳା – ବନ୍ଧୁଗହଣରେ ଦର୍ଶନୀୟ ସ୍ଥାନ ଭ୍ରମଣ କରିପାରନ୍ତି । ଚାକିରୀ କ୍ଷେତ୍ରରେ କାର୍ଯ୍ୟ କୌଣସି ଭୁଲ ହୋଇପାରେ । ଖାଦ୍ୟ, ପ୍ରତି ସଜାଗ ରୁହନ୍ତୁ ।

ପୂ , ଷାଢା – ବୈବାହିକ କର୍ମ ସକାଶେ ପୁତ୍ରକନ୍ୟାଙ୍କ ହେତୁ କେତେକ ସମସ୍ୟାକୁ ନେଇ ଚିନ୍ତିତ ହେବେ । ଅର୍ଜିତ ଧନ ଓ ମାନ ହରାଇବେ । ପିଲାମାନେ ସାଧାରଣ ଭାବେ ଉନ୍ନତି କରିବେ ।

ଉ , ଷାଢା – କୌଣସି ଘଟଣାରେ ସପୃକ୍ତ ହୋଇପାରନ୍ତି । ମହିଳାମାନେ କୌଣସି ଅଜଣା ବିପଦରେ ପଡିପାରନ୍ତି । ନୂତନ ଯାନବାହନ କିମ୍ବା ଗୃହୋପକରଣ କିଣିବାକୁ ମନ ବଳାଇ ପାରନ୍ତି ।

ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :