• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th April 2023 : ଏହି ରାଶିର ବ୍ୟକ୍ତି ଆଜି ନୂଆ ବାହାନ କିଣି ପାରନ୍ତି . .

ସୌର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଗୁରୁବାର । ଚନ୍ଦ୍ର – ମେଷ ଅହୋରାତ୍ର । ତିଥି – ଅମାବାସ୍ୟା ଦିବା ୦୯.୪୨ ଗତେ ପ୍ରତିପଦ । ଘାତ ଚନ୍ଦ୍ର – ମେଷ ଅହୋରାତ୍ର । ଘାତ ବାର – ତୁଳା ଓ କୁମ୍ଭ । ପୁଷ୍କର ଦୋଷ – ନାସ୍ତି ।

Capricorn

ମକର

Thursday 20 Apr 2023

 ଉ, ଷାଢା- ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଆଂଶିକ ସଫଳତା ପାଇବେ । ଚେଷ୍ଟା କରୁଥିବା କାମରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଊଚ୍ଚବର୍ଗର ଲୋକମାନଙ୍କ ସଂସ୍ପର୍ଶରେ ଆସି ଉପକୃତ ହୋଇପାରନ୍ତି ।

ଶ୍ରବଣା- ଭଲ ଡାଏଟ୍ ରଖି ସ୍ୱାସ୍ଥ୍ୟର ଧ୍ୟାନ ନେଇପାରିବେ । କୃଷି ସମ୍ବନ୍ଧୀୟ କାର୍ଯ୍ୟରେ ଭଲ ଲାଭ ହେବାର ସମ୍ଭାବନା ଅଛି । ଦମ୍ପତି ମାନଙ୍କର ସନ୍ତାନ ଲାଭର ଯୋଗ ରହିଛି

ଧନିଷ୍ଠା- ଜମଜିମା, ମାଲିମକଦ୍ଦମା, ଯୋଗାଯୋଗ, ସାମ୍ବାଦିକତାରେ ପ୍ରତିଷ୍ଠାର୍ଜନ କରିବେ । ନିଜ କ୍ୟାରିୟରରେ ଟିକେ ସତର୍କ ରହିବାକୁ ପଡ଼ିବ । ରାଜନୀତିରେ ସୁନାମ ଅର୍ଜନ କରିପାରବେ ।

ପ୍ରତିକାର – ପିମ୍ପୁଡ଼ିକୁ ମଇଦା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :