Daily Horoscope 20th April 2023 : ଏହି ରାଶିର ବ୍ୟକ୍ତି ଆଜି ନୂଆ ବାହାନ କିଣି ପାରନ୍ତି . .

ସୌର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଗୁରୁବାର । ଚନ୍ଦ୍ର – ମେଷ ଅହୋରାତ୍ର । ତିଥି – ଅମାବାସ୍ୟା ଦିବା ୦୯.୪୨ ଗତେ ପ୍ରତିପଦ । ଘାତ ଚନ୍ଦ୍ର – ମେଷ ଅହୋରାତ୍ର । ଘାତ ବାର – ତୁଳା ଓ କୁମ୍ଭ । ପୁଷ୍କର ଦୋଷ – ନାସ୍ତି ।

Aries

ମେଷ

Thursday 20 Apr 2023

ଅଶ୍ୱନୀ- ପଡୋଶୀ କିମ୍ବା ଭାଇଭଉଣୀଙ୍କ ସହ ସମ୍ପର୍କ ଭଲ ରହିବ ।

ନିକଟ ସମ୍ପର୍କୀୟ ମାନଙ୍କ ସାହାଯ୍ୟ ପ୍ରାପ୍ତିର ଆଶା ରଖିପାରନ୍ତି । କର୍ମକ୍ଷେତ୍ରରେ ମଧ୍ୟ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ।

କୃତିକା- ବୈବସାୟିକ ସ୍ଥିତି ଭଲ ରହିବା ସହ ପରିବହନରେ ଲାଭବାନ ହେବେ । ଚିନ୍ତା ଓ ଯୋଜନା ସହ ପ୍ରତ୍ୟେକ କାର୍ଯ୍ୟକୁ ସମ୍ମାନର ସହ କରିପାରିବେ । ବିଶିଷ୍ଟ ବ୍ୟକ୍ତି ମାନଙ୍କ ସାନ୍ନିଧ୍ୟ ଲାଭକରି ଖୁସୀ ହେବେ ।

ଦ୍ୱିଜା- ଯାନବାହାନରେ ସତର୍କତା ଅବଲମ୍ବନ କରିବା ଭଲ । ଚାହୁଁ ନ ଥିବା କିଛି କାମ ପରିସ୍ଥିତିରେ ପଡ଼ି କରିବେ । ଅଫିସରେ ମିଠାକଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବେ । ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇ ଯିବେ।

 ପ୍ରତିକାର – କୌଣସି ଛୋଟା ଲୋକଙ୍କୁ କିଛି ସାହାଯ୍ୟ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :