ସୌର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୧ ତାରିଖ ଶୁକ୍ରବାର । ଚନ୍ଦ୍ର-ମେଷ ନିଶାନ୍ତ ୦୫.୦୨ ଗତେ ବୃଷ । ତିଥୀ-ପ୍ରତିପଦ ଦିବା ୦୮. ୨୯ ଗତେ ୨ୟା । ଘାତ ଚନ୍ଦ୍ର-ମେଷ ନିଶାନ୍ତ ୦୫.୦୨ ଗତେ ବିଛା । ଘାତ ବାର- ବିଛା, ଧନୁ ଓ ମୀନ ରାଶିର ।
ଉ- ଫାଲ୍ଗୁନୀ- ସ୍ୱାସ୍ଥ୍ୟକୁ ନେଇ ନାନା ପ୍ରକାର ସମସ୍ୟାର ସାମନା କରିବାକୁ ପଡିପାରେ । ବ୍ୟବସାୟ ସ୍ଥିର ରହିପାରେ । ଆପଣଙ୍କ କମ୍ପାନୀକୁ ଉପଯୁକ୍ତ ଉପାୟରେ ପରିଚାଳନା କରିବେ ।
ହସ୍ତା- ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ପ୍ରେମିକକୁ ବିବାହ ପାଇଁ ପ୍ରସ୍ତାବ ଦେଇ ପାରନ୍ତି । ପ୍ରତିଯୋଗୀ ପରୀକ୍ଷାରେ ଅବଶ୍ୟ ଶୁଭଫଳ ପାଇବ ।
ଚିତ୍ରା- ନିଜ ଆଚରଣ ବା କଥା କହିବା ଉପରେ ଧ୍ୟାନ ରଖନ୍ତୁ । ସଞ୍ଚତ ଅର୍ଥରୁ କିଛି ଖର୍ଚ୍ଚ କରିପାରନ୍ତି । ସମ୍ପତି ବଢାଇବାର ଯୋଜନା ସଫଳ ହେବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ।
ପ୍ରତିକାର - ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ ।