ସୌର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୧ ତାରିଖ ଶୁକ୍ରବାର । ଚନ୍ଦ୍ର-ମେଷ ନିଶାନ୍ତ ୦୫.୦୨ ଗତେ ବୃଷ । ତିଥୀ-ପ୍ରତିପଦ ଦିବା ୦୮. ୨୯ ଗତେ ୨ୟା । ଘାତ ଚନ୍ଦ୍ର-ମେଷ ନିଶାନ୍ତ ୦୫.୦୨ ଗତେ ବିଛା । ଘାତ ବାର- ବିଛା, ଧନୁ ଓ ମୀନ ରାଶିର ।
ପୂ, ଭାଦ୍ରପଦ- ପାରିବାରିକ ଜୀବନରେ ଆବଦ୍ଧ ରହିବ । ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ବ୍ୟବସାୟରେ ବହୁ ଚେଷ୍ଟା କରି ଲାଭ ପାଇବେ । କର୍ମକ୍ଷେତ୍ରରେ କାମର ଭାର ବଢିବ ।
ଉ, ଭାଦ୍ରପଦ- ନିଜର ଲୋକପ୍ରିୟତା କାରଣରୁ ଶତ୍ରୁଠାରୁ ମଧ୍ୟ କାମ ହାସଲ କରିନେବେ। ବିଦ୍ୟାର୍ଥୀ ମାନେ ପଢାରେ ଅବହେଳା କରିପାରନ୍ତି। ରାଜନିତିରେ ଭଲ କାମ କରିବେ ।
ରେବତୀ- ଭୂ-ସମ୍ପତିକୁ ନେଇ କଳହ ଦେଖାଦେବ । ମହିଳା ମାନଙ୍କର ନନ୍ଧୁ ମିଳନ ଯୋଗ ରହିଛି । ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍ ଆରମ୍ଭ କରିବାକୁ ମନ ବଳାଇବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ।
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ