ସୌର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୧ ତାରିଖ ଶୁକ୍ରବାର । ଚନ୍ଦ୍ର-ମେଷ ନିଶାନ୍ତ ୦୫.୦୨ ଗତେ ବୃଷ । ତିଥୀ-ପ୍ରତିପଦ ଦିବା ୦୮. ୨୯ ଗତେ ୨ୟା । ଘାତ ଚନ୍ଦ୍ର-ମେଷ ନିଶାନ୍ତ ୦୫.୦୨ ଗତେ ବିଛା । ଘାତ ବାର- ବିଛା, ଧନୁ ଓ ମୀନ ରାଶିର ।
ମଘା- ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । ବ୍ୟବସାୟରେ କିଛି ନୂତନ ପରିବର୍ତ୍ତନ ଆଣିବେ । କୌଣସି ବଡ଼ ନିଷ୍ପତ୍ତି ନେବାରୁ ଦୂରେଇ ରହିବା ଉଚିତ ।
ପୂ- ଫାଲ୍ଗୁନୀ- ପରିବାରରେ କିଛିଟା ଗୋଳମାଳିଆ ପରିସ୍ଥିତି ନୂତନ ସମସ୍ୟା ସୃଷ୍ଟି କରିବ । ବିବାଦ ଧୀରେ ଧୀରେ ସୁଧୁରିବ ଫଳରେ ଦାମ୍ପତ୍ୟ ଜୀବନରେ ସୁଖ ପାଇବେ ।
ଉ- ଫାଲ୍ଗୁନୀ- ଅଧ୍ୟୟନରେ ଭଲ ଫଳାଫଳ ପାଇବାର ସମ୍ଭାବନା ରହିବ । ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧ ।
ପ୍ରତିକାର – ମା ଭୂବନେଶୂରୀଙ୍କ ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ ।